ଏକ ବିସ୍ମୟକର ଘଟଣା
ମୋର ଲେଖକ ଜୀବନର ଏକ ବିସ୍ମୟକର ଘଟଣା
ଶାନ୍ତନୁ କୁମାର ଆଚାର୍ଯ୍ୟ
୧୯୭୭ର ଘଟଣା । ସେତେବେଳେ ମୁଁ ମୋ ଉପନ୍ୟାସ ଶକୁନ୍ତଳା ଲେଖାରେ ନିମଜ୍ଜିତ । ଚାକିରିରୁ ଲମ୍ବା ଛୁଟିନେଇ ଘରେ ରହି ମୁଁ ଦିନକୁ ପ୍ରାୟ ବାର ତେରଘଣ୍ଟା ପଢ଼ିବା ଓ ଲେଖିବାରେ ନିୟୋଜିତ କରିଥାଏ । ସେତେବେଳେ ସକାଳ ଓଳିଟା ଯାଏ…