Latest Odisha News

BREAKING NEWS

୨୧ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା, ୧୯ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।…

୪୩ ଡିଗ୍ରୀରେ ଭାଜି ହେଲା ଝାରସୁଗୁଡ଼ା, କାଲି ଘଡ଼ଘଡ଼ି ବର୍ଷା ନେଇ ୧୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଆଜି ରାଜ୍ୟରେ ତାପମାତ୍ରା ସାମାନ୍ୟ କମିଥିବା ବେଳେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ଆଜି ୪୧ ଡିଗ୍ରୀ ଉପରେ ୧୦ ସହର ରହିଥିବା ବେଳେ ୪୨ ଡିଗ୍ରୀ ଟପିଛି ୪ ସହର । ବୌଦ୍ଧର ସର୍ବୋଚ୍ଚ…

ପ୍ରବାସୀ ଓଡ଼ିଆଙ୍କ ପାଇଁ ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ଡିଜିଟାଲ୍ କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ ସରକାର ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଗଠନ ଲାଗି ନିଷ୍ପତ୍ତି ନେଇଛନ୍ତି । ଯାହା ଦେଶ ଏବଂ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଲାଗି କାର୍ଯ୍ୟ କରିବ । ପ୍ରବାସୀ ଓଡ଼ିଆଙ୍କ ସହ ଜଡ଼ିତ ରହିବା…

ଅଧଘଣ୍ଟାରେ ୫ ହଜାରରୁ ଅଧିକ ଥର ବଜ୍ରପାତ, ୫ ଜଣଙ୍କ ମୃତ୍ୟୁ ସୂଚନା

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼଼ ପ୍ରଭାବରେ କାଳବୈଶାଖୀ ବର୍ଷା ଲାଗି ରହିଛି । ସପ୍ତାହେରୁ ଅଧିକ ସମୟ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ଲାଗି ରହିଥିବା ବେଳେ ଆଜି ଅପରାହ୍ଣରେ ଭଦ୍ରକ ଜିଲ୍ଲାର ବାସୁଦେବପୁର ଅଞ୍ଚଳରେ ଅଧଘଣ୍ଟା ଭିତରେ ୫ ହଜାରରୁ ଅଧିକ ଥର ବଜ୍ରପାତ…

ଆଉ ୪ ଦିନ କାଳବୈଶାଖୀ ବର୍ଷା, ୩୧ରେ ସାରା ରାଜ୍ୟକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ । ଏପ୍ରିଲ୍ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ରାଜ୍ୟରେ ୯୭ଟି ଶୀତଳଭଣ୍ଡାର ଅଚଳ, ସଚଳ ୩୬ରୁ ସରକାରଙ୍କ ମାତ୍ର ୪

ଭୁବନେଶ୍ୱର: ବିଭିନ୍ନ ସମୟରେ ରାଜ୍ୟରେ ଶୀତଳ ଭଣ୍ଡାର ଅଭାବରୁ ଚାଷୀ ଉତ୍ପାଦିତ ଫସଲର ମୂଲ୍ୟ ପାଆନ୍ତି ନାହିଁ । କ୍ଷେତରେ କେବେ ଫସଲ ଷଢ଼ିଯାଏ ତ ଆଉ କେବେ ମୂଳ ତ ମୂଳ ଋଣ କରି ଆଣିଥିବା ସୁଧ ଟଙ୍କା ଚାଷୀଙ୍କୁ ମିଳେନି । ରାଜ୍ୟରେ ଥିବା ଶୀତଳ ଭଣ୍ଡାରର ସ୍ଥିତି ଓ ସରକାରଙ୍କ ଆଗାମୀ ଯୋଜନା ନେଇ…

୨୬ରୁ ପୁଣି ପଶ୍ଚିମା ଝଡ଼, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୁଣି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । ଆସନ୍ତା ୨୬ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଝଡ଼-ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ନବଙ୍କ ହତ୍ୟାର ତଦନ୍ତ ନେଇ ବର୍ଷିଲେ ନବୀନ, କହିଲେ ‘ହୀନ ରାଜନୀତି କରୁଛନ୍ତି ବିରୋଧୀ’

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ପରେ ବିରୋଧୀ ବିଜେପି ରାଜ୍ୟରେ ଆଇନ୍ ଶୃଙ୍ଖଳା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ କରିଛନ୍ତି । ଯାହାକି ଶାନ୍ତିପ୍ରିୟ ଓଡ଼ିଶାବାସୀଙ୍କ ପ୍ରତି ଅନ୍ୟାୟ ଓ ଅପମାନବୋଧକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି,…

ବିଧାନସଭା ବାହାରେ ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ଟାର୍ଗେଟ୍

ଭୁବନେଶ୍ୱର: ବିରୋଧୀଙ୍କ ଉପରେ ଜୋରଦାର ବର୍ଷିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭା ବାହାରେ ବିରୋଧୀଙ୍କ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ଅଭିଯୋଗର ଜବାବ ରଖିଛନ୍ତି ନବୀନ । କହିଛନ୍ତି, ଓଡ଼ିଶାରେ ଆଇନ୍ ଶୃଙ୍ଖଳା ସ୍ଥିତି ପାଇଁ ପୁଞ୍ଜିନିବେଶ ଆସୁଛି । ଯଦି ରାଜ୍ୟରେ ଆଇନ୍ ଶୃଙ୍ଖଳା…

ରାଜ୍ୟର ୫ ଜିଲ୍ଲାର ଏହି ସବୁ ସ୍ଥାନରେ ‘ସାତଭାୟା’ ଭଳି କୂଳ ଖାଉଛି ସମୁଦ୍ର

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନାଁ ଶୁଣିଲେ ସମୁଦ୍ର କୂଳିଆ ଲୋକଙ୍କ ଛାତି ଥରେ । ଆଉ ଏବେ ରାଜ୍ୟର ଅନେକ ସ୍ଥାନରେ ସାତଭାୟା ସ୍ଥିତି ଉପୁଜୁଛି । ଯାହାକୁ ନେଇ ବିଜେପି ବିଧାୟକ ମୋହନ ଚରଣ ମାଝୀ ବିଧାନସଭାରେ କରିଥିବା ଅଣତାରକା ପ୍ରଶ୍ନର ଉତ୍ତର ରଖିଛନ୍ତି ଜଙ୍ଗଲ, ପରିବେଶ ଓ…