Latest Odisha News

ବିମାନ ଯାତ୍ରା ବେଳେ ଏଣିକି ବାଧ୍ୟତାମୂଳକ ନୁହେଁ ମାସ୍କ

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ବିମାନ ଯାତ୍ରା ବେଳେ ମାସ୍କରୁ ମିଳିବ ମୁକ୍ତି । ଦେଶରେ କୋଭିଡ୍ ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି । ଏଣିକି ବିମାନ ଯାତ୍ରା ବେଳେ ମାସ୍କ ପିନ୍ଧିବା ଆଉ ବାଧ୍ୟତାମୂଳକ ନୁହେଁ । ଏନେଇ ବେସାମରକି…

ଆସନ୍ତା ସପ୍ତାହରୁ ଭକ୍ତଙ୍କ ପାଇଁ ଖୋଲିପାରେ ଧବଳେଶ୍ୱର ପୀଠ

କଟକ: ଶ୍ରଦ୍ଧାଳୁ କରିବେ ବାବାଙ୍କ ଦର୍ଶନ । ଆସନ୍ତା ସପ୍ତାହରୁ ଖୋଲିପାରେ ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ବାବା ଧବଳେଶ୍ୱରଙ୍କ ମନ୍ଦିର । ଡଙ୍ଗା ଯୋଗେ ସପ୍ତାହରେ ୪ ଦିନ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଅନୁମତି ଦେବା କଥା ବିଚାର କରୁଛି । ଧବଳେଶ୍ୱର ପୀଠର ପୂଜକ ସମିତି ଓ ସ୍ଥାନୀୟ…

ପଦ୍ମପୁରକୁ ଜିଲ୍ଲା ପ୍ରତିଶ୍ରୁତି, ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ଥୋପ ପରେ ଥୋପ । ପ୍ରଥମେ ମରୁଡ଼ି ପାଇଁ ଇନପୁଟ୍ ସହାୟତା । ଏବେ ଉପନିର୍ବାଚନରେ ଭୋଟ୍ ହାତେଇବାକୁ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରତିଶ୍ରୁତି । ପଦ୍ମପୁର ଉପନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ତଣ୍ଟିରେ ଥିବା ଧାରଣା କଣ୍ଟା ହଟିଛି । ଆଜି ନବୀନ ନିବାସରେ ବିଜେଡି…

କାଲି ବଙ୍ଗୋପସାଗରରେ ଲଘୁଚାପ, ୨ ଦିନ ବିଭିନ୍ନ ଜିଲ୍ଲାରେ ଦେଖାଯିବ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶୀତ ଲହରୀ ଆରମ୍ଭ ହୋଇଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଆକଳନ…

ନବରଙ୍ଗପୁରରୁ ଭାୟା ବୈଶିଙ୍ଗା ଦେଇ ରାଜସ୍ଥାନରୁ ଚଳାଉଥିଲେ ରାକେଟ୍, ଟାର୍ଗେଟରେ ଥିଲା ୪ ରାଜ୍ୟ

ଭୁବନେଶ୍ୱର: ୨ ଜଣ ସାଇବର ଅଭିଯୁକ୍ତ, ୪ ରାଜ୍ୟରେ କରୁଥିଲେ ଅନଲାଇନ୍ ଲୁଟ୍ । ଏମାନଙ୍କ ଟାର୍ଗେଟରେ ଥିଲା ଓଡ଼ିଶା ସମେତ ପଶ୍ଚିମବଙ୍ଗ, ବିହାର ଓ ଆସାମ । ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା ରାଜସ୍ଥାନ ପୋଲିସ ସହାୟତାରେ ୨ ଅଭିଯୁକ୍ତଙ୍କୁ ଅଲୱରର ରାମଗଡ଼ରୁ ଗିରଫ କରିଛି । ଗିରଫ ୨…

ଏୟାର ଇଣ୍ଡିଆ ଉପରେ ୧୪ ଲକ୍ଷ ଡଲାର ଜରିମାନା କଲା ଆମେରିକା, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ଉପରେ ଆମେରିକାର ଜରିମାନା । ୧୪ ଲକ୍ଷ ଡଲାର ଜରିମାନା କରିଛି ଆମେରିକା । କୋଭିଡ୍ ସଂକ୍ରମଣ ପାଇଁ ଅନେକ ବିମାନ ଉଡ଼ାଣ ବାତିଲ୍ ହେବା ସହ ଯାତ୍ରୀ ପ୍ରଭାବିତ ହୋଇଥିଲେ । ଆଉ ବିମାନ ବାତିଲ୍ ପାଇଁ ବୁକିଂ ଅର୍ଥ ଫେରସ୍ତ କରିଥିଲେ ବିମାନ କମ୍ପାନୀ । କିନ୍ତୁ ଏୟାର…

ବରିହାଙ୍କ ବଡ଼ ଝିଅ ବର୍ଷାଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ ବର୍ଷା ବରିହାଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବର୍ଷାରାଣୀ ବରିହାଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଛନ୍ତି । ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଉପନିର୍ବାଚନ ତାରିଖ ଘୋଷଣା ହୋଇଥିଲା…

ଯୁବତୀଙ୍କ ଶରୀରକୁ ୩୫ ଖଣ୍ଡ କରି ୧୮ ଦିନ ଧରି ରାତି ଅଧରେ ଫିଙ୍ଗୁଥିଲା ପ୍ରେମିକ

ନୂଆଦିଲ୍ଲୀ: ମୁମ୍ବାଇରେ ଚାକିରି ବେଳେ ପ୍ରେମ ଆଉ ତା’ପରେ ଡେଟିଂ ଆଉ ଲିଭ୍ ଇନ୍ ରିଲେସନସିପ୍ । ଫିଲ୍ମ କାହାଣୀ ଭଳି ଗଡ଼ି ଚାଲିଥିଲା ଜୀବନ ଗାଡ଼ି । ହେଲେ ହଠାତ୍ ସବୁକିଛି ବଦଳି ଗଲା । ଆଉ ରାକ୍ଷାସ ସାଜିଲା ପ୍ରେମିକ । ପ୍ରେମିକାର ଶରୀରକୁ ୩୫ ଖଣ୍ଡ କରି କାଟିବା ପରେ ୧୮ ଦିନ ଧରି…

ପଦ୍ମପୁର ଉପନିର୍ବାଚନରେ କିଏ ହେବ ବିଜେଡି ପ୍ରାର୍ଥୀ ? ତୁଟୁନି ଅଡ଼ୁଆ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି, କଂଗ୍ରେସ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି । ହେଲେ ବିଜେଡି ହାତରେ ଥିବା ଏ ଆସନ ପାଇଁ ଦଳ ଏଯାଏ ପ୍ରାର୍ଥୀ ଘୋଷଣା କରିନି । ଯାହାକୁ ନେଇ ନାନା ଚର୍ଚ୍ଚା ହେଉଛି । ଅନେକ କହୁଛନ୍ତି ଦଳ ଭିତରେ ଏକାଧିକ ଆଶାୟୀ ବିଜେଡି ପାଇଁ ପଦ୍ମପୁରରେ,…

ପାକିସ୍ତାନକୁ ୫ ୱିକେଟରେ ହରାଇ ଦ୍ୱିତୀୟଥର ପାଇଁ ଇଂଲଣ୍ଡ ବିଶ୍ୱକପ୍ ଚାମ୍ପିଅନ୍

ମେଲବର୍ଣ୍ଣ: ମେଲବର୍ଣ୍ଣରେ ଧୂଳିସାତ୍ ହୋଇ ଯାଇଛି ପାକିସ୍ତାନର ସ୍ୱପ୍ନ । ଟି-ଟ୍ୱେଣ୍ଟି ବିଶ୍ୱକପ୍ ଫାଇନାଲରେ ପାକିସ୍ତାନକୁ ୫ ୱିକେଟରେ ହରାଇଁ ଇଂଲଣ୍ଡ ବିଶ୍ୱ ଚାମ୍ପିଅନ୍ ହୋଇଛି । ଇଂଲଣ୍ଡ ଦ୍ୱିତୀୟ ଥର ପାଇଁ ଟି-ଟ୍ୱେଣ୍ଟି ବିଶ୍ୱ ବିଜେତା ହୋଇଛି । ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ୪୯…