Latest Odisha News

ଖୁବଶୀଘ୍ର ଜୟପୁରରୁ ଉଡ଼ିବ ବିମାନ, DGCA ଦେଲେ ଲାଇସେନ୍ସ

ଭୁବନେଶ୍ୱର: ଅପେକ୍ଷାର ହେବ ଅନ୍ତ । ଖୁବଶୀଘ୍ର କୋରାପୁଟ ଜିଲ୍ଲା ଜୟପୁରରୁ ବିମାନ ଉଡ଼ିବ । ଏଥିପାଇଁ ଡିଜିସିଏ ପକ୍ଷରୁ ବିମାନବନ୍ଦର ଲାଇସେନ୍ସ ପ୍ରଦାନ କରାଯାଇଛି । ଉଡ଼ାଣ ଯୋଜନା ଅଧିନରେ ଜୟପୁର ବିମାନବନ୍ଦରକୁ ଲାଇସେନ୍ସ ପ୍ରଦାନ କରିଛନ୍ତି ଡିଜିସିଏ । ଏନେଇ DGCA ଟ୍ୱିଟ୍ କରି ସୂଚନା…

ଓଡ଼ିଶାର ୧୯ ଜିଲ୍ଲାରୁ ଫେରିଲା ମୌସୁମୀ ବାୟୁ, ପଡ଼ିଲାଣି ଘନ କୁହୁଡ଼ି

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ସୁଦ୍ଧା ରାଜ୍ୟର ୧୯ ଜିଲ୍ଲାରୁ ମୌସୁମୀ ବାୟୁ…

ଓଡ଼ିଶାକୁ ନାହିଁ ବାତ୍ୟା ବିପଦ ! ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହେବ ‘ସିତ୍ରଙ୍ଗ’

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଥିବା ବେଳେ ବାତ୍ୟାର ରୂପ ନେଲେ କେଉଁଆଡ଼େ ମୁହାଁଇବ । ଏନେଇ ଆକଳନ କରିଛି ପାଣିପାଗ ବିଭାଗ । ଉତ୍ତର-ଆଣ୍ଡାମାନ ସାଗର ତତସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପୂର୍ବ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି…

ବାତ୍ୟା ପାଇଁ ୭ ଜିଲ୍ଲାକୁ ଚିଠି ଲେଖି ସଜାଗ କଲେ SRC

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସକାଳ ସୁଦ୍ଧା ଏକ ଅବପାତ ଓ ପରବର୍ତ୍ତୀ ୪୮ ଘଣ୍ଟାରେ ବାତ୍ୟାରେ ପରିଣତ ହେବା ନେଇ…

ବାତ୍ୟା ଆଳରେ ଖାଦ୍ୟ ସାମଗ୍ରୀ ଅଭାବ ସୃଷ୍ଟି କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ପାଣିପାଗ ବିଭାଗ ବାତ୍ୟା ଆକଳନ କରିଥିବା ବେଳେ ସ୍ପଷ୍ଟ ସୂଚନା ଆସି ନାହିଁ । କିନ୍ତୁ ବାତ୍ୟା ପୂର୍ବରୁ ବଜାରରେ ଗହଳି ଦେଖିବାକୁ ମିଳିଲାଣି । ଲୋକେ ଆଳୁ, ପିଆଜ ସହ ଅନ୍ୟ ଆବଶ୍ୟକୀୟ ସାମଗ୍ରୀ ମହଜୁଦ୍ କରିବାରେ ଲାଗି ପଡ଼ିଛନ୍ତି । ଏଭଳି ସ୍ଥିତିରେ ଖାଦ୍ୟ ସାମଗ୍ରୀ ଯେଭଳି…

୨୪ ଘଣ୍ଟାରେ ଲଘୁଚାପ, ବାତ୍ୟା ହେଲେ କେଉଁଆଡ଼େ ମୁହାଁଇବ ?

ଭୁବନେଶ୍ୱର: ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଆଜି ସମାନ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁ ମଣ୍ଡଳର ମଧ୍ୟ ଭାଗ ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ…

ଅର୍ଚ୍ଚନା ମାମଲାରେ ପୋଲିସ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ବିରୋଧୀ

ଭୁବନେଶ୍ୱର: ଅର୍ଚ୍ଚନା ମାମଲାରେ ୭୦ କୋଟିର କାରବାର । ଫସିଛନ୍ତି ବିଜେପି, ବିଜେଡିର ବହୁ ନେତା । ତଦନ୍ତ କରିବାକୁ ଡରୁଛି ପୋଲିସ । ଆଜି ଏମିତି କିଛି କହି କଂଗ୍ରେସ ବିଧାୟକ ତାରା ବାହିନୀପତି ଟାର୍ଗେଟ୍ କରିଛନ୍ତି । କହିଛନ୍ତି, ବ୍ଲାକମେଲର ଅର୍ଚ୍ଚନା ନାଗ ସହ ନେତା, ମନ୍ତ୍ରୀ ଏବଂ…

ବାତ୍ୟା ବିପଦ, କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅକ୍ଟୋବର ୨୨ରେ ବଙ୍ଗୋପସାଗରରେ ବାତ୍ୟା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ରାଜ୍ୟ ସରକାର ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରି ଦେଇଛନ୍ତି । ଅକ୍ଟୋବର ୨୩ରୁ ୨୫ ଯାଏ ୩ ଦିନ ପାଇଁ ସମସ୍ତ…

[ଦେଖନ୍ତୁ ଭିଡିଓ] ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ନେଇ ବଢ଼ିଲା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା କଲା ପାଣିପାଗ ବିଭାଗ । ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ…

ଅବନ୍ତୀଙ୍କ ଉପରେ ଭାରି ପଡ଼ିବେ କି ରାଜେନ୍ଦ୍ର ନା ବୁଡ଼ିଯିବ ନୌକା ?

ଭଦ୍ରକ: ଧାମନଗର ଉପନିର୍ବାଚନକୁ ନେଇ ଉଷ୍ଣ ହେଉଛି ରାଜନୀତି । ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନରେ କେହି ପ୍ରାର୍ଥିତ୍ୱ ପ୍ରତ୍ୟାହାର କରି ନାହାଁନ୍ତି । ଫଳରେ ୩ ଦଳର ପ୍ରାର୍ଥୀଙ୍କ ସହ ୨ ସ୍ୱାଧୀନ ପ୍ରାର୍ଥୀ ଏବେ ଉପନିର୍ବାଚନ ମୈଦାନରେ । ବିଜେଡିର ଅବନ୍ତୀ ଦାସ, ବିଜେପିର…