Latest Odisha News

BREAKING NEWS

୨୦୨୪ ପାଇଁ ବିଜେପି ଫୋକସରେ ଓଡ଼ିଶା, ସେପ୍ଟେମ୍ବର ଶେଷ ଆଡ଼କୁ ଆସିବେ ଜେପି ନଡ୍ଡା

ଭୁବନେଶ୍ୱର: ୨୦୨୪ ପାଇଁ ବିଜେପି ଫୋକସରେ ଓଡ଼ିଶା । ଅମିତ ଶାହ ଆସିଥିଲେ, ଏବେ ଜେପି ନଡ୍ଡା ଆସିବେ । ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଗୋଟି ଚାଳନା କରୁଛି ବିଜେପି । ଫୋକସରେ ରହିଛି ଓଡ଼ିଶା । ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ଥିବା ବିଜେପି ୨୦୨୪ରେ ସରକାରକୁ ଆସିବା ପାଇଁ ପ୍ରସ୍ତୁତ…

ମାସକ ଭିତରେ ଶାଶୂଘର ଛାଡ଼ିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ: ଅଭିନେତ୍ରୀ ବର୍ଷା ଛାଡ଼ିବେ ଶାଶୂଘର । ମାସକ ମଧ୍ୟରେ ଶାଶୂଘର ଛାଡ଼ି ବାହାରେ ଭଡ଼ା ଘରେ ରହିବେ ବର୍ଷା । କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ନୂଆ ଟ୍ୱିଷ୍ଟ ଆସିଛି । ଜିଲ୍ଲା ଦୌରାଜଜ୍ କୋର୍ଟରେ ଶୁଣାଣି ବେଳେ ବର୍ଷା ଶାଶୂଘର…

ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ ଡିଏସପି ଇନ୍-ଚାର୍ଜ

ଭୁବନେଶ୍ୱର: କୋଇଲା ପରିବହନକାରୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡିଏସପି ଇନ୍-ଚାର୍ଜ । ଢେଙ୍କାନାଳ ସଦର ଥାନା ଡିଏସପି ଇନ୍-ଚାର୍ଜ ଅଭିନବ ଡାଳୁଆଙ୍କୁ ଭିଜିଲ୍ସା ଲାଞ୍ଚ ଟଙ୍କା ସହ ଧରିଛି । ଶ୍ରୀ ଡାଳୁଆଙ୍କ ଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ…

ଭିଜିଲାନ୍ସ ଜାଲରେ ବିଇଓ, ବକେୟା ଦରମା ପାଇଁ ସହକାରୀ ଶିକ୍ଷକଙ୍କଠୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ରେଡ୍ ହ୍ୟାଣ୍ଡ ଧରା ପଡ଼ିଲେ ବ୍ଲକ ଶିକ୍ଷା ଅଧିକାରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଶିକ୍ଷା ଅଧିକାରୀ ଅଭୟ କୁମାର ବେହେରା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଭିଜିଲାନ୍ସ ଶ୍ରୀ ବେହେରାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ କେନ୍ଦୁଝର ସହ ଯାଜପୁରର ୩ଟି…

ରାଜ୍ୟରେ ବଢ଼ୁଛି ଅପରାଧ, ଯୌତୁକ ପାଇଁ ଗଡ଼ୁଛି ସର୍ବାଧିକ ମୁଣ୍ଡ

ଭୁବନେଶ୍ୱର: ନ୍ୟାସନାଲ୍ କ୍ରାଇମ୍ ରେକର୍ଡ ବ୍ୟୁରୋ (NCRB) ପକ୍ଷରୁ ୨୦୨୧ ବର୍ଷର ଅପରାଧ ରିପୋର୍ଟ ପ୍ରକାଶ ପାଇଛି । ୨୦୧୯ରୁ ୨୦୨୧ ତିନି ବର୍ଷ ରିପୋର୍ଟ ଦେଖିଲେ ଦେଶରେ ଅପରାଧ ୨୦୨୦ ତୁଳନାରେ ୨୦୨୧ରେ ସାମାନ୍ୟ କମିଛି । କିନ୍ତୁ ଓଡ଼ିଶାରେ ଅପରାଧ ହାର ବଢ଼ିଛି । ୨୦୧୯ରେ ରାଜ୍ୟରେ ୯୬ ହଜାର…

ଅପରାଧ ଘଟାଇବା ପୂର୍ବରୁ ଭବାନୀ ମଲ୍ ଆଗରେ ମାଡ଼ି ବସିଲା ପୋଲିସ

ଭୁବନେଶ୍ୱର: ମାର୍କେଟରେ ବୁଲୁଛି ମାଉଜର । ରାଜଧାନୀରେ ଅପରାଧ ଘଟାଇବା ପାଇଁ ସୁଯୋଗ ଖୋଜୁଛନ୍ତି ଅପରାଧୀ । ସହିଦନଗର ଥାନା ଭବାନୀ ମଲ୍ ନିକଟରେ ଅପରାଧ ଓ ଡକାୟତି ଯୋଜନା ବେଳେ ପୋଲିସ ହାତରେ ୩ ଅଭିଯୁକ୍ତ ଧରା ପଡ଼ିଛନ୍ତି । ସେମାନଙ୍କ ଠାରୁ ପୋଲିସ ୨ଟି ଦେଶୀ ବନ୍ଧୁକ ସହ ୭ ରାଉଣ୍ଡ ଗୁଳି ଏବଂ…

ଦୀପାବଳିରୁ ରିଲାଏନ୍ସ JIO ଆରମ୍ଭ କରିବ 5G ସେବା

ମୁମ୍ବାଇ: ଦୀପାବଳିରୁ ଦେଶରେ ଆରମ୍ଭ ହେବ 5G ସେବା । ରିଲାଏନ୍ସର ୪୫ତମ ବାର୍ଷିକ ସାଧାରଣ ବୈଠକରେ ଏହି ଘୋଷଣା କରିଛନ୍ତି ଶିଳ୍ପପତି ମୁକେଶ ଅମ୍ବାନୀ । ପ୍ରଥମେ ଜିଓ 5G ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଭଳି ମେଟ୍ରୋ ସିଟି ସହ ଅନ୍ୟ ବଡ଼ ସହରରେ ଉପଲବ୍ଧ ହେବ । ଡିସେମ୍ବର ୨୦୨୩…

[ଦେଖନ୍ତୁ ଭିଡିଓ] ୨୨ ବର୍ଷର କ୍ୟାରିୟରରେ ୪୦୦ରୁ ଅଧିକ ଗୋଲ୍, ଏମିତି ଥିଲେ ହକିର ଯାଦୁଗର

ନୂଆଦିଲ୍ଲୀ: ହକିର ଯାଦୁଗର ମେଜର ଧ୍ୟାନ ଚାନ୍ଦ । ଖାଲି ଭାରତ କାହିଁକି ଦୁନିଆ ତାଙ୍କୁ ହକିର ଯାଦୁଗର କୁହେ । ୨୨ ବର୍ଷର ଲମ୍ବା ହକି କ୍ୟାରିୟରରେ ୪ ଶହରୁ ଅଧିକ ଗୋଲ୍ କରିଥିବା ମେଜର ଧ୍ୟାନ ଚାନ୍ଦ ଆଜି ବି କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ କରୁଛନ୍ତି । ତାଙ୍କ ଜନ୍ମଦିନକୁ ମନେ ପକାଇ…

[ଦେଖନ୍ତୁ ଭିଡିଓ] କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ, ୧୯ରେ ହେବ ଭୋଟ୍ ଗଣତି

ନୂଆଦିଲ୍ଲୀ: କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ । ଅଧ୍ୟକ୍ଷ ପଦ ପାଇ ନିର୍ବାଚନ ହେବ । ଅକ୍ଟୋବର ୧୭ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ ୧୯ ତାରିଖରେ ହେବ ଭୋଟ୍ ଗଣତି । ଆଜି ବସିଥିବା ସଡବ୍ଲୁସି ବୈଠକରେ ଏନେଇ ନିଷ୍ପତ୍ତି ନେଇଛି ।…