Latest Odisha News

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ପୁଣି ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ଏବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଲାଗି ରହିଛି । ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା…

[ଦେଖନ୍ତୁ ଭିଡିଓ] ଭେଣ୍ଟିଲେଟର ସପୋର୍ଟରେ କମେଡିଆନ୍ ରାଜୁ ଶ୍ରୀବାସ୍ତବ

ନୂଆଦିଲ୍ଲୀ: ହୃଦଘାତ ପରେ ଅସୁସ୍ଥ କମେଡିଆନ୍ ରାଜୁ ଶ୍ରୀବାସ୍ତବ । ରାଜୁ ଶ୍ରୀବାସ୍ତବଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ରାଜୁ ଶ୍ରୀବାସ୍ତବ ଭେଣ୍ଟିଲେଟରରେ ଅଛନ୍ତି । ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କ…

ରାଜଧାନୀରେ ବାଧ୍ୟତାମୂଳକ ହେଲା ମାସ୍କ, ନ ପିନ୍ଧିଲେ ଦେବେ ଜରିମାନା

ନୂଆଦିଲ୍ଲୀ: ପୁଣି ଥରେ ମାସ୍କ ବାଧ୍ୟତାମୂଳକ ହୋଇଛି । ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି ଦିଲ୍ଲୀ ସରକାର । ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ମାସ୍କ ନ ପିନ୍ଧିଲେ ୫ ଶହ ଟଙ୍କା ଜରିମାନା ଗଣିବାକୁ ପଡ଼ିବ ।…

୧୩ରୁ ପୁଣି ବଢ଼ିବ ବର୍ଷା, ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଭିଜିବ ଓଡ଼ିଶା । ୧୩ରୁ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ଅବପାତ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବରଗଡ଼, ଝାରସୁଗୁଡ଼ା,…

ବିଜେପିକୁ ବାଏ ବାଏ କଲେ ନୀତିଶ

ପାଟଣା: ଭାଙ୍ଗିଲା ମେଣ୍ଟ । ବିଜେପି ନେତୃତ୍ୱାଧୀନ ଏନଡିଏ ଠାରୁ ଅଲଗା ହେଲା ଜେଡିୟୁ । ବିହାର ରାଜନୀତିରେ ଆଜି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ବିଜେପି ସହଯୋଗରେ ଜେଡିୟୁ ସରକାର ଚାଲିଥିବା ବେଳେ ମେଣ୍ଟରୁ ଓହରି ଯାଇଛନ୍ତି ନୀତିଶ କୁମାର । ଏଥିସହ ନୀତିଶ ରାଜ୍ୟପାଳଙ୍କୁ ଅପରାହ୍ଣ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ମାସେ ପରେ ମନ୍ତ୍ରିମଣ୍ଡଳ ବିସ୍ତାର କଲେ ଏକନାଥ ସିନ୍ଦେ

ମୁମ୍ବାଇ: ଶିବସେନାକୁ ଭାଙ୍ଗି ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହେବା ପରେ ମହାରାଷ୍ଟ୍ରରେ ସିନ୍ଦେ କ୍ୟାବିନେଟ୍ ସମ୍ପ୍ରସାରିତ ହୋଇଛି । ଆଜି ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୮ ବିଧାୟକ । ସମ୍ପ୍ରସାରିତ କ୍ୟାବିନେଟରେ ବିଜେପିରୁ ୯ ଜଣ ଓ ୯ ଜଣ ସିନ୍ଦେ ଗୋଷ୍ଠୀରୁ ମନ୍ତ୍ରୀ ହୋଇଛନ୍ତି ।…

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଏହା ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଗାମୀ ୨୪…

ଘୂର୍ଣ୍ଣିବଳୟ ସକ୍ରିୟ, କାଲିଠୁ ଲଘୁଚାପ; ୧୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବର୍ଷିଲା, ଭସେଇଲା, ବୁଡ଼େଇଲା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର…

କାଲି ରେଡ୍ ପରେ ଆଜି CBI ଅଫିସରେ ହାଜର ହେଲେ ମହିମା ମିଶ୍ର

ଭୁବନେଶ୍ୱର: ସିବିଆଇ କାର୍ଯ୍ୟାଳୟରେ ଶିଳ୍ପପତି ମହିମା ମିଶ୍ର । ଗତକାଲି ମହିମା ମିଶ୍ରଙ୍କ କଟକ ସ୍ଥିତ ଘର ସହ OSL ଅଫିସ୍ ଓ ପାରାଦୀପର ଏକାଧିକ ସ୍ଥାନରେ ସିବିଆଇ ରେଡ୍ କରିଥିଲା । ରେଡ୍ ପରେ ସିବିଆଇ ପାରାଦୀପରୁ ୨ ଜଣଙ୍କୁ ଉଠାଇ ଆଣିଥିଲା । ଏଥିସହ କଟକ ଓଡ଼ିଆ ବଜାର ସ୍ଥିତ ମହିମା…

ୟଙ୍ଗ ଇଣ୍ଡିଆନ୍ ଅଫିସ୍ ସିଲ୍ ପରେ ରାହୁଲ ଗାନ୍ଧୀଙ୍କ ବୟାନ ‘ମୋଦିଙ୍କୁ ଡରୁନି’

ନୂଆଦିଲ୍ଲୀ: ୟଙ୍ଗ ଇଣ୍ଡିଆନ୍ ଅଫିସକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ସିଲ୍ କରିବା ପରେ ମୁହଁ ଖୋଲିଛନ୍ତି ରାହୁଲ ଗାନ୍ଧୀ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ରାହୁଲ ଗାନ୍ଧୀ କହିଛନ୍ତି, ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୟ କରୁ ନାହାନ୍ତି । ଦେଶର ହିତ ପାଇଁ ସେ କାମ କରି ଚାଲିବେ ବୋଲି…