Latest Odisha News

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ନୂଆଦିଲ୍ଲୀ: ଦ୍ୱାଦଶ ପରେ ସିବିଏସ୍ଇ ଦଶମ ଶ୍ରେଣୀ ଟର୍ମ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ପାସହାର ୯୪.୪୦ ପ୍ରତିଶତ ରହିଛି । ଦେଶର ୨୨ ହଜାର ୭୨୧ଟି ସ୍କୁଲର ପରୀକ୍ଷା ୭ ହଜାର ୪୦୫ଟି କେନ୍ଦ୍ରରେ ହୋଇଥିଲା । ୨୦ ଲକ୍ଷ ୯୩ ହଜାର ୯୭୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୯…

କେରଳରୁ ଦେଶର ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଓ ଦ୍ୱିତୀୟ ଭଳି ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଜଣଙ୍କ କେରଳର । ୩୫ ବର୍ଷୀୟ ବ୍ୟକ୍ତି ଜଣଙ୍କ କେରଳ ମଲ୍ଲାପୁରମର ହୋଇଥିବା ବେଳେ ଜୁଲାଇ ୬ ତାରିଖରେ ସେ ୟୁଏଇରୁ ଫେରିଥିଲେ । ତାଙ୍କୁ ଜର ହେବା ପରେ ମଞ୍ଜେରୀ…

ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ୱର: ବିଜୟ ପରେ ଭ୍ରୁକୁଞ୍ଚନ । ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ କଂଗ୍ରେସରେ ଆରମ୍ଭ ହୋଇଛି ଆକ୍ସନ । ଦଳର ହାଇକମାଣ୍ଡଙ୍କ ନିଷ୍ପତ୍ତି ସତ୍ତ୍ୱେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କାହିଁକି ମୁର୍ମୁଙ୍କୁ ଭୋଟ୍ ଦେଲେ ? ପୁଣି ଭୋଟ୍ ଦେବା ପରେ…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।…

DL ବାତିଲ୍ ଭୟ ଦେଖାଇ ଅଟୋ ଚାଳକଙ୍କ ଠାରୁ ଲାଞ୍ଚ ନେଇଥିଲେ ଆୟୁଷ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେଇ ଧରା ପଡ଼ିଛନ୍ତି ଆୟୁଷ ଡାକ୍ତର । ସୁନ୍ଦରଗଡ଼ ଜିଲ୍ଲା ଗଇରାବାହାଲ ପିଏଚସିର ମେଡିକାଲ୍ ଅଫିସର ତଥା ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରାଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଅଟୋ ଡ୍ରାଇଭରଙ୍କ ଠାରୁ ଡକ୍ଟର ବେହେରା ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…

ଗୃହରେ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ । ବିଧାନସଭା ପ୍ରେସ୍ ଗ୍ୟାଲେରୀକୁ ସାମ୍ବାଦିକଙ୍କୁ ଛାଡ଼ିବାକୁ ଦାବି କରି ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକ ହୋ ହଲ୍ଲା କରିଥିଲେ । କୋଭିଡ୍ କଟକଣାରେ ଗୃହ ଚାଲିଛି । ସର୍ବଦଳୀୟ ବୈଠକରେ ମଧ୍ୟ ଏନେଇ ନିଷ୍ପତ୍ତି ହୋଇଥିବା…

CBSE ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୯୨.୭୧ %

ନୂଆଦିଲ୍ଲୀ: ସିବିଏସ୍ଇ ବୋର୍ଡ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ଥର ମଧ୍ୟ ଛାତ୍ରଙ୍କ ଅପେକ୍ଷା ଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ପରୀକ୍ଷାରେ ୯୪.୫୪ ପ୍ରତିଶତ ଛାତ୍ରୀ ଏବଂ ୯୧.୨୫ ପ୍ରତିଶତ ଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି । ଜବାହର ନବୋଦୟ ବିଦ୍ୟାଳୟର ରେଜଲ୍ଟ ୯୮.୯୩ ପ୍ରତିଶତ…

[ଦେଖନ୍ତୁ ଭିଡିଓ] ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେଲେ ଦ୍ରୌପଦୀ ମୁର୍ମୁ  

ନୂଆଦିଲ୍ଲୀ: ଲେଖା ହେଲା ଇତିହାସ । ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହୋଇଛନ୍ତି । ମୁର୍ମୁ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଯଶୱନ୍ତ ସିହ୍ନାଙ୍କୁ ବହୁ ଭୋଟରେ ପରାସ୍ତ କରି ବିଜୟ ଲାଭ…

ରାଷ୍ଟ୍ରପତି ନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ସିହ୍ନାଙ୍କୁ ପଛରେ ପକାଇ ମୁର୍ମୁ ଆଗୁଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ଦ୍ୱିତୀୟ ରାଉଣ୍ଡ ଭୋଟ୍ ଗଣତି ସରିଛି । ଦ୍ୱିତୀୟ  ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ୍ ଗଣତି ହୋଇଛି । ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଆଗୁଆ ରହିଛନ୍ତି । ମୁର୍ମୁଙ୍କୁ ଦ୍ୱିତୀୟ ରାଉଣ୍ଡରେ ୮୦୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ…

[ଦେଖନ୍ତୁ ଭିଡିଓ] ରାଷ୍ଟ୍ରପତି ନିର୍ବାଚନ: ପ୍ରଥମ ରାଉଣ୍ଡ ଫଳାଫଳରେ ମୁର୍ମୁ ଆଗୁଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ରାଉଣ୍ଡ ଫଳାଫଳ ଆସିଛି । ପ୍ରଥମ ରାଉଣ୍ଡରେ ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ମିଳିଛି ୨୦୮ ଭୋଟ୍ । ସମୁଦାୟ ଭୋଟ୍‌ରୁ ୧୫ଟି ଭୋଟ୍ ନାକଚ ହୋଇଥିବା ଜଣାପଡ଼ିଛି ।…