Latest Odisha News

ଜୟନାରାୟଣଙ୍କ ଅତୀତ କଥା ମନେ ପକାଇ ବିଜେପିକୁ ତୀର ମାରିଲେ ପ୍ରଣବ

ଭୁବନେଶ୍ୱର: ଗଣତନ୍ତ୍ରରେ ବିରୋଧ କରିବାର ଅଧିକାର ରହିଛି । କିନ୍ତୁ ବିରୋଧର ଅର୍ଥ ନୁହେଁ କାହାକୁ ବ୍ୟକ୍ତିଗତ କିମ୍ବା ଶାରିରୀକ ଆଘାତ ପହଞ୍ଚାଇବା । କିନ୍ତୁ ବିଜେପି ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ବାରମ୍ବାର ଆକ୍ରମଣ କରୁଛନ୍ତି କେବେ ନିଜ ଦଳର ନେତାଙ୍କୁ ତ ଆଉ କେବେ…

କଲେଜ ଜୀବନ କଥା ମନେ ପକାଇଲେ ରାଷ୍ଟ୍ରପତି, କହିଲେ ‘ସଫଳ ହେବାକୁ ନିଜ ଉପରେ ଆସ୍ଥା ଜରୁରୀ’

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଭିଭାଷଣ ସମୟରେ ରାଷ୍ଟ୍ରପତି ତାଙ୍କ ପୁରୁଣା ସ୍ମୃତି ମନେ ପକାଇ ଅନୁଷ୍ଠାନର ଛାତ୍ରୀ ହୋଇଥିବାରୁ ଗର୍ବିତ…

ନାର୍କୋ ଟେଷ୍ଟ ପାଇଁ ଗୋପାଳକୁ ନିଆଯିବ ଗୁଜରାଟ, ଜାଣନ୍ତୁ କେମିତି ହୁଏ ପରୀକ୍ଷା…

ଭୁବନେଶ୍ୱର: ନବ ଦାସଙ୍କୁ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳର ହେବ ନାର୍କୋ ଟେଷ୍ଟ । ଏଥିପାଇଁ ଗୋପାଳ ରାଜି ହୋଇଥିବା ବେଳେ କୋର୍ଟ ବି ଦେଇଛନ୍ତି ଅନୁମତି । ନାର୍କୋ ଟେଷ୍ଟ ସହ ଗୋପାଳର ପଲିଗ୍ରାଫ ଟେଷ୍ଟ ହେବ । ଏଥିସହ କ୍ରାଇମବ୍ରାଞ୍ଚ ଗୋପାଳକୁ ଆଉ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ଅନୁମତି…

ନବ ଦାସ ହତ୍ୟା ପଛରେ ବହୁତ ବଡ଼ ବଡ଼ ମୁଣ୍ଡ: ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର: ଗୋପାଳ ହେଉଛି ସୁଟର, ହ୍ୟାଣ୍ଡଲର କିଏ ? ନବ ଦାସଙ୍କୁ ହତ୍ୟା ପଛର ନାୟକ କିଏ ? କାହା ପ୍ରରୋଚନାରେ ଏତେ ବଡ଼ ହତ୍ୟାକାଣ୍ଡ ଘଟିଲା ତାହା ମୁଖ୍ୟ । ଗୋପାଳ ତ ମାନିଛି ସେ ମାରିଛି । ହେଲେ କାହିଁକି ମାରିଲା, କାହା ପ୍ରରୋଚନାରେ ମାରିଲା କହି ପୋଲିସ ଓ କ୍ରାଇମବ୍ରାଞ୍ଚକୁ ସମାଲୋଚନା…

ସଭାରେ ନବୀନଙ୍କ ଭରପୂର ପ୍ରଶଂସା, କ’ଣ ଇସାରା ଦେଉଛନ୍ତି ତାରା ?

ଭୁବନେଶ୍ୱର: ଭରା ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଖାଲି ପ୍ରଶଂସା କରି ନାହାନ୍ତି ନବୀନ ପଟ୍ଟନାୟକ ଜିନ୍ଦାବାଦ ନାରା ଦେଇ ସମସ୍ତଙ୍କୁ ଚକିତ କରିଛନ୍ତି ତାରା । ଜୟପୁର ବିକ୍ରମ ଦେବ କଲେଜର ପ୍ଲାଟିନମ୍ ଜୁବୁଲି ଉତ୍ସବରେ ତାରା ନବୀନଙ୍କୁ…

ଛୁଇଁଲେ ଫାଟିଯିବ ପରଫ୍ୟୁମ୍ ବୋମା, ଜାମ୍ମୁକାଶ୍ମୀରରୁ ଗିରଫ ଆତଙ୍କବାଦୀଙ୍କଠୁ ଜବତ

ଶ୍ରୀନଗର: ଜାମ୍ମୁକାଶ୍ମୀରରେ ଆତଙ୍କବାଦୀ ବିଭିନ୍ନ ଆକ୍ରମଣ ପାଇଁ ନୂଆ ନୂଆ ତରିକା ଆପଣାଉଛନ୍ତି । ଗତ ୨୧ ତାରିଖରେ ନରୱାଲରେ ହୋଇଥିବା ଆଇଡି ବିସ୍ଫୋରଣରେ ୯ ଜଣ ଆହତ ହୋଇଥିଲେ । ଉକ୍ତ ମାମଲାରେ ପୋଲିସ ଜଣେ ଆତଙ୍କବାଦୀକୁ ଗିରଫ କରିଛି । ଆତଙ୍କବାଦୀ ଜଣଙ୍କ ପାକିସ୍ତାନର ଲସ୍କର ଏ ତୋଇବା…

ନବଙ୍କ ଦେହରେ ବାଜିଥିଲା କେତୋଟି ଗୁଳି ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ପୋଷ୍ଟ ମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ଡାକ୍ତର । ଯେଉଁ ରିପୋର୍ଟରେ ଅନେକ ଅସମାହିତ ପ୍ରଶ୍ନର ଉତ୍ତର ରହିଛି । ନବ ଦାସଙ୍କୁ କେଉଁ ସମୟରେ ଗୁଳି…

ନମାଜ ସରୁ ସରୁ ବୋମାମାଡ଼ରେ ଥରିଲା ମସଜିଦ୍, ୨୫ ମୃତ

କରାଚି: ପାକିସ୍ତାନର ପେଶାୱରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ମସଜିଦ ଭିତରେ ହୋଇଥିବା ଆକ୍ରମଣରେ ପ୍ରାୟ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ମଧ୍ୟାହ୍ନ ନମାଜ ପରେ ଆଫଗାନିସ୍ତାନ ସୀମାକୁ ଲାଗି ରହିଥିବା ପେଶାୱରର ମସଜିଦରେ ଏହି ଆକ୍ରମଣ…

ଛାତ୍ର ଜୀବନରୁ ରାଜନୀତିରେ ସକ୍ରିୟ ଥିଲେ ନବ ଦାସ

ଭୁବନେଶ୍ୱର: ନବୀନଙ୍କ କ୍ୟାବିନେଟର ଅନ୍ୟତମ ପ୍ରଭାବଶାଳୀ ମନ୍ତ୍ରୀ ଥିଲେ ନବ ଦାସ । ଝାରସୁଗୁଡ଼ା ଜିଲ୍ଲା ସହ ପଶ୍ଚିମ ଓଡ଼ିଶାରେ ଥିଲା ନବ ଦାସଙ୍କ ଦବଦବା । ୨୦୧୯ରେ ନବ ଦାସ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ । ଆଉ ବିଜେଡି ଟିକେଟରେ ଝାରସୁଗୁଡ଼ା ଆସନରୁ ଲଢ଼ି ବିଧାୟକ ହୋଇଥିଲେ ନବ ଦାସ…

ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର: ଆଖି ବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆପୋଲ ହସ୍ପିଟାଲରେ ତୁରନ୍ତ ଅସ୍ତ୍ରୋପଚାର ସତ୍ତ୍ୱେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ହୋଇଛି । ନବ ଦାସଙ୍କ ପରଲୋକ ନେଇ ଆପୋଲ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ପ୍ରାୟ ୧୨ଟା ବେଳେ ବ୍ରଜରାଜନଗରରେ…