Latest Odisha News

ଦ୍ୱିତୀୟ ବିବାହ କରିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେମିତି ଥିଲା ପ୍ରଥମ ସ୍ତ୍ରୀଙ୍କ ସହ ସମ୍ପର୍କ ?

ଚଣ୍ଡିଗଡ଼: ବାହା ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମନ୍ । ଆସନ୍ତାକାଲି ମନ୍ ଡକ୍ଟର ଗୁରପ୍ରୀତଙ୍କୁ ଦ୍ୱିତୀୟ ବିବାହ କରିବେ । ତେବେ ଆପଣଙ୍କ ମନରେ ନିହାତି ପ୍ରଶ୍ନ ଥିବ ଗୁରପ୍ରୀତ କିଏ ? ଯାହାକୁ ବିବାହ କରିବାକୁ ଯାଉଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ଗୁରପ୍ରୀତ କୌରଙ୍କୁ ଘର ଲୋକେ ଗୋପୀ…

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ, ପାସ୍ ହାର ୯୦.୫୫%

କଟକ: କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଆନୁଷ୍ଠାନିକ ଭାବେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ୯୦.୫୫%…

ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର, ଓଡ଼ିଶାରେ ନୂଆ ଦର ୧୦୭୯ ଟଙ୍କା

ନୂଆଦିଲ୍ଲୀ: ୧୪.୨ କେଜି ଘରୋଇ ଗ୍ୟାସ୍ ସିଲିଣ୍ଡର ଦର ବୃଦ୍ଧି ପାଇଛି । ବୁଧବାର ସିଲିଣ୍ଡର ପିଛା ଦର ୫୦ ଟଙ୍କା ବୃଦ୍ଧି ପାଇଛି । ବର୍ଦ୍ଧିତ ଦର ପରେ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ୧୦୫୩ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ଓଡ଼ିଶାରେ ୧୦୭୯ ଟଙ୍କା ହୋଇଛି ।…

ସରକାରରେ ବଢ଼ୁଛି ଅହଙ୍କାର ? ସୌମ୍ୟ କହିଲେ ‘ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ପ୍ରତି ବିପଦ’

ଭୁବନେଶ୍ୱର: ନିରଙ୍କୁଶ ସରକାର, କାହାର ବଢ଼ୁଛି ଅହଙ୍କାର ? ଆଗରୁ ବିରୋଧୀ କହୁଥିଲେ, ଏବେ ଶାସକ ଦଳରୁ ବି ଉଠିଲାଣି ସମାନ ସ୍ୱର । ୨୨ ବର୍ଷରୁ ଅଧିକ ସମୟ ଧରି ସରକାରରେ ରହିବା ପରେ ଅହଙ୍କାର ବଢ଼ି ଗଲାଣି । ଅଙ୍କୁଶ ଲାଗିବା ଦରକାର, ନହେଲେ ଗଣତନ୍ତ୍ର ବିପଦରେ ପଡ଼ିବ ବୋଲି ବିଧାନସଭାରେ…

[ଦେଖନ୍ତୁ ଭିଡିଓ] ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି

ଭୁବନେଶ୍ୱର: ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱକୁ   ସମର୍ଥନ କରିବା ପାଇଁ ଅନୁରୋଧ କରିଥିଲେ ।…

NFSA କାର୍ଯ୍ୟକାରୀତାରେ ଦେଶରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ପ୍ରଣୟନ ଓ କାର୍ଯ୍ୟକାରୀତାରେ ଦେଶରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ । କେନ୍ଦ୍ର ସରକାରଙ୍କ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ପକ୍ଷରୁ ଜାରି ଷ୍ଟେଟ ରାଙ୍କିଂ ଇଣ୍ଡେକ୍ସ ଫର୍ NFSAରେ ଓଡ଼ିଶା ୧ ନମ୍ବର ସ୍ଥାନରେ ରହିଛି । ଓଡ଼ିଶା ତଳକୁ ଦ୍ୱିତୀୟରେ ବିଜେପି…

ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ସକାଳ ୮ଟା ୩୦ ସୁଦ୍ଧା ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ୯୪.୨ ମିଲିମିଟର ବର୍ଷା କେନ୍ଦ୍ରାପଡ଼ାରେ ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏ ବର୍ଷା…

୮ ତାରିଖରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ । ରାଷ୍ଟ୍ରପତି ନିର୍ବାଚନ ପାଇଁ ସାଂସଦ, ବିଧାୟକମାନଙ୍କୁ ଭେଟିବେ ମୁର୍ମୁ । ପୂର୍ବରୁ ଦ୍ରୌପଦୀ ମୁର୍ମୁ ବିହାର, ଝାଡ଼ଖଣ୍ଡ, ତାମିଲନାଡୁ, ତେଲଙ୍ଗାନା ଆଦି ରାଜ୍ୟ ଗସ୍ତ କରିଥିବା ବେଳେ ଓଡ଼ିଶା…

ରୁଚିକାଙ୍କ ପରେ ଆଉ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା, ଭଡ଼ା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଆଉ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ବିଜେବି କଲେଜ ହଷ୍ଟେଲରେ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା ଏ ପର୍ଯ୍ୟନ୍ତ ମନରୁ ଲିଭିନି । ଆଜି ଆଉ ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ଆଚାର୍ଯ୍ୟ ବିହାରରେ ଥିବା ଏକ ଭଡ଼ା ଘରୁ ମିଳିଛି ଛାତ୍ରୀ ଜଣଙ୍କର ଝୁଲନ୍ତା ମୃତଦେହ । ଛାତ୍ରୀ…

ED ପାଇଁ ମହାରାଷ୍ଟ୍ରରେ ଗଠନ ହେଲା ସରକାର, ବିଧାନସଭାରେ ଏମିତି କହିଲେ ଫଡନାବିସ୍

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ବହୁମତ ଜିତିବାରେ ସଫଳ ହୋଇଛି ଏକନାଥ ସିନ୍ଦେଙ୍କ ସରକାର । ବହୁମତ ସାବ୍ୟସ୍ତ ପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ୍ ମହାବିକାଶ ଅଘାଡ଼ି ମେଣ୍ଟ ଉପରେ ଶାଣିତ ଆକ୍ରମଣ କରିଛନ୍ତି । ବିଧାନସଭାରେ ଇଡି… ଇଡି ନାରା ବିରୋଧୀ ଦେଉଥିବା ବେଳେ ଅସନ୍ତୋଷ…