Latest Odisha News

ନୂପୁର ଶର୍ମାଙ୍କ ବୟାନକୁ ନେଇ ଦେଶବ୍ୟାପୀ ହିଂସା, ରାଞ୍ଚିରେ ୨ ଜଣଙ୍କ ମୃତ୍ୟୁ

ରାଞ୍ଚି: ବିଜେପି ନେତ୍ରୀ ତଥା ମୁଖପାତ୍ର ନୂପୁର ଶର୍ମାଙ୍କ ଇସଲାମ୍ ବୟାନକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ଦେଶର ବିଭିନ୍ନ ସହରରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ରାଞ୍ଚିରେ ହିଂସାତ୍ମକ ରୂପ ନେଇଛି ବିରୋଧ । ବିକ୍ଷୋଭକାରୀ ପୋଡ଼ାଜଳା କରିବା ସହ ଭଙ୍ଗାରୁଜା କରିଛନ୍ତି । ଯେଉଁଥିରେ ୨…

ନଦୀକୁ ତେଲ ଟ୍ୟାଙ୍କର ଖସିବା ପରେ ବିସ୍ଫୋରଣ, ଜିଅନ୍ତା ଜଳିଗଲେ ୪ ଜଣ

ନୟାଗଡ଼: ଇଟାମାଟି ଥାନା ବଡ଼ପଣ୍ଡୁସର ପୋଲରେ ବଡ଼ ଧରଣର ଦୁର୍ଘଟଣା ଘଚିଛି । ପେଟ୍ରୋଲିୟମ୍ ତୈଳ ନେଇ ଯାଉଥିବା ଟ୍ୟାଙ୍କର ନଦୀକୁ ଖସିବା ପରେ ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ତେଲ ଟ୍ୟାଙ୍କରଟି କଟକରୁ ସମ୍ବଲପୁର ଅଭିମୁଖେ ଯାଉଥିଲା । ଶୁକ୍ରବାର ବିଳମ୍ବିତ…

ବାରବାଟି ମ୍ୟାଚ୍ ପାଇଁ ‘ମୋ ବସ୍’ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ୧୨ ତାରିଖରେ ବାରବାଟିରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ । ରବିବାର ଖେଳାଯିବାକୁ ଥିବା ମ୍ୟାଚ୍ ରାତି ୭ଟାରେ ଆରମ୍ଭ ହୋଇ ୧୧ଟାରେ ସରିବ । ମ୍ୟାଚ୍ ଦିନ ଟ୍ୱିନ୍ ସିଟିରେ ‘ମୋ ବସ୍’ ପକ୍ଷରୁ ସ୍ୱତନ୍ତ୍ର ସେବା ଯୋଗାଇ ଦିଆଯିବ । ଏଥିପାଇଁ ସେବା…

କିଏ ହେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ? ରେସରେ ସବୁଠୁ ଆଗରେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ଏବେ କିଏ ହେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଏହାରି ଭିତରେ ସବୁଠୁ ଆଗରେ ରହିଛି ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କ ନାଁ । କେବଳ ମୁର୍ମୁ ନୁହେଁ ଅନେକ ପ୍ରାର୍ଥୀଙ୍କ ନାଁ…

ତୁରନ୍ତ କରି ନିଅନ୍ତୁ ଏହି କାମ, ନହେଲେ ମିଳିବନି ପିଏମ୍ କିଷାନ ଯୋଜନାର କିସ୍ତି ଟଙ୍କା

ନୂଆଦିଲ୍ଲୀ: କଣ ଆପଣ ଜଣେ କୃଷକ ? ଆପଣ କଣ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ ? ଯଦି ହଁ ତାହେଲେ ଆଉ ବିଳମ୍ବ କରନ୍ତୁ ନାହିଁ । ପିଏମ୍ କିଷାନ ଯୋଜନାରେ ହିତାଧିକାରୀଙ୍କୁ ୧୧ଟି କିସ୍ତି ମିଳି ସାରିଛି । ଆଉ ୧୨ ନମ୍ବର କିସ୍ତିରେ ଟଙ୍କା ମିଳିବାକୁ ଯାଉଛି । ତେବେ ଏହି…

ନାମାଙ୍କନ ପତ୍ର ଦାଖଲ କଲେ ବିକ୍ରମ ଆରୁଖ, ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ । ସେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତା ୧୩ ତାରିଖରେ ନିର୍ବାଚିତ ହେବେ ନୂଆ ବାଚସ୍ପତି । ଶ୍ରୀ ଆରୁଖ ଏବେ ଭଞ୍ଜନଗର ନିର୍ବାଚନ ମଣ୍ଡଳିରୁ ବିଧାୟକ ଅଛନ୍ତି ।…

ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡେରାବିଶ୍ ବ୍ଲକର ଏବିଇଓ ବିପିନ ବିହାରୀ ସିଂ । ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ସ୍ଥଗିତ ଦରମା କରାଇ ଦେବା ପାଇଁ ଶ୍ରୀ ବିହାରୀ ସିଂ ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…