Latest Odisha News

ଓଡ଼ିଶାରେ ନବୀନ ସବୁ ଦଳର ସଭାପତି: ଶିଶିର ଗମାଙ୍ଗ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସବୁ ଦଳର ସଭାପତି । ଓଡ଼ିଶାରେ ନବୀନଙ୍କ ନିୟନ୍ତ୍ରଣରେ ସବୁ ଦଳ । ଏଭଳି ସାଂଘାତିକ ବୟାନ ଦେଇଛନ୍ତି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ଶିଶିର ଗମାଙ୍ଗ । ଆଜି ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଯେତିକି…

୪-୨ ଗୋଲରେ ୱେଲ୍ସକୁ ହରାଇଲା ଭାରତ, କ୍ରସ୍ ଓଭରରେ ନ୍ୟୁଜିଲାଣ୍ଡ ସହ ମୁକାବିଲା

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ୱାଲେ ବିପକ୍ଷ ମ୍ୟାଚରେ ଭାରତ ବିଜୟୀ ହୋଇଛି । ଏଥିସହ କ୍ରସ୍ ଓଭରରେ ଭାରତ ନ୍ୟୁଜିଲାଣ୍ଡକୁ ଭେଟିବ । ଆଜିର ଚିତ୍ତାକର୍ଷକ ମ୍ୟାଚରେ ୪-୨ ଗୋଲରେ ଭାରତ ବିଜୟୀ ହୋଇଛି । ଦଳ ପକ୍ଷରୁ ଆକାଶଦୀପ ସିଂ ୨ଟି ଗୋଲ୍ ଦେଇଥିବା ବେଳେ ଶମଶେର ସିଂ ଓ ହରମନପ୍ରୀତ ସିଂ…

ଏସିଆନ୍ ଗେମ୍ସ ପୂର୍ବରୁ ଦୂତି ଚାନ୍ଦଙ୍କୁ ବଡ଼ ଝଟକା, ଡୋପ୍ ଟେଷ୍ଟରେ ଫେଲ୍

ଭୁବନେଶ୍ୱର: ସ୍ପ୍ରିଣ୍ଟର କ୍ୱିନ୍ ଦୂତି ଚାନ୍ଦଙ୍କୁ ବଡ଼ ଝଟକା ଲାଗିଛି । ଡୋପ୍ ଟେଷ୍ଟରେ ଫେଲ୍ ହେବା ପରେ ଦୂତି ଚାନ୍ଦଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି । ଦୂତି ଚାନ୍ଦଙ୍କୁ ସାମୟିକ ଭାବେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି । ରିପୋର୍ଟ ଅନୁସାରେ, ୨୦୨୨…

ପଦ ଛାଡ଼ିବାର ୩ ମାସ ପରେ କଂଗ୍ରେସ ଛାଡ଼ିଲେ ସତ୍ୟ ପ୍ରକାଶ ନାୟକ

ଭୁବନେଶ୍ୱର: ଅସନ୍ତୋଷ ବଖାଣି କଂଗ୍ରେସ ପଦରୁ ୩ ମାସ ତଳେ ଇସ୍ତଫା ଦେଇଥିଲେ ସତ୍ୟପ୍ରକାଶ ନାୟକ । ଆଜି ମଙ୍ଗଳବାର ହାତ ଛାଡ଼ିଛନ୍ତି ସତ୍ୟପ୍ରକାଶ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ସତ୍ୟ ପ୍ରକାଶ ଇସ୍ତଫା ପତ୍ର ପଠାଇଛନ୍ତି । ଇସ୍ତଫା ଦେବା ସହ ସତ୍ୟପ୍ରକାଶ ଦଳର…

ଜାଗ୍ରତିଙ୍କ ପାଇଁ ଅନୁଭବଙ୍କ ବୈବାହିକ ଜୀବନରେ ଉଠିଛି କି ଝଡ଼ ? ଦେଖନ୍ତୁ କଣ କହିଲେ ଜାଗ୍ରତି ଶୁକ୍ଳା

ଭୁବନେଶ୍ୱର:  କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦରେ ଜାଗ୍ରତି ଶୁକ୍ଳାଙ୍କ ଭୂମିକାକୁ ନେଇ ବେଶ୍ ଚର୍ଚ୍ଚା ହୁଏ । ଏମିତିକି ଅଭିଯୋଗ ହୁଏ ଜାଗ୍ରତିଙ୍କ ପାଇଁ ଅନୁଭବ ଓ ବର୍ଷାଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଛି । ଅନେକ ସମୟରେ ଜାଗ୍ରତି ଶୁକ୍ଳା…

ଆସନ୍ତା ୧୯ରୁ ସରକାରୀ ଡାକ୍ତରଖାନାରେ ଦିଆଯିବ କୋଭିଡ୍ ଟିକା

ଭୁବନେଶ୍ୱର: ବିଦେଶରେ କୋଭିଡ୍ ସଂକ୍ରମଣ ବଢ଼ୁଥିବା ବେଳେ ରାଜ୍ୟରେ ଭ୍ୟାକ୍ସିନ୍ ନଥିଲା । ଭ୍ୟାକ୍ସିନ୍ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ବାରମ୍ବାର ରାଜ୍ୟ ସରକାର ଚିଠି ଲେଖି ଅନୁରୋଧ କରିଥିଲେ । ଜାତୀୟ କୋଭିଡ୍-୧୯ ଟିକାକରଣ ଯୋଜନାରେ କେନ୍ଦ୍ର ସରକାର କୋଭିସିଲ୍ଡ ଯୋଗାଇ ଦେବାକୁ…

ଭାରତର ୧ ପ୍ରତିଶତ ଧନୀଙ୍କ ପାଖରେ ଦେଶର ୪୦ ପ୍ରତିଶତରୁ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ: ଭାରତରେ ବଢ଼ୁଛି ଧନୀଙ୍କ ସଂଖ୍ୟା । ଅକ୍ସଫାମର ରିପୋର୍ଟ ଅନୁସାରେ, ଦେଶରେ ୨୦୨୦ ମସିହାରେ ୧୦୨ ଜଣ ବିଲିଅନାରୀ ଥିଲେ । ୨୦୨୨ରେ ବିଲିଅନାରୀ ଅର୍ଥାତ୍ ଅରବପତିଙ୍କ ସଂଖ୍ୟା ୧୬୬କୁ ବୃଦ୍ଧି ପାଇଛି । ସୋମବାର ଅକ୍ସଫାମ ଇଣ୍ଟରନାସନାଲ ପକ୍ଷରୁ ୱାର୍ଲ୍ଡ ଇକୋନୋମିକ ଫୋରମ୍ ଆନୁଆଲ୍…

ଦିନିକିଆ କ୍ରିକେଟରେ ଭାରତର ବଡ଼ ବିଜୟ, ୩୧୭ ରନରେ ହାରିଲା ଶ୍ରୀଲଙ୍କା

ଥିରୁଅନନ୍ତପୁରମ: ଶ୍ରୀଲଙ୍କା ବିପକ୍ଷ ୩ ଟିକିଆ ଦିନିକିଆ ସିରିଜକୁ ଭାରତ ୩-୦ରେ ଜିତି ନେଇଛି । ଏଥିସହ ଦିନିକିଆ କ୍ରିକେଟ୍ ଇତିହାସରେ ଭାରତ ସବୁଠୁ ବଡ଼଼ ବିଜୟ ହାସଲ କରିଛି । ୩୧୭ ରନରେ ତୃତୀୟ ଦିନିକିଆ ଜିତିଛି ଭାରତ । ବିରାଟ କୋହଲି ଅପରାଜିତ ୧୬୬ ରନର ପାଳି ଖେଳିଥିଲେ । ପ୍ରଥମେ…

ହକି ବିଶ୍ୱକପ୍ ବେଳେ କେତେ ଆଲର୍ଟ ପୋଲିସ ? ଅଭିଯୋଗ କଲେ ଶୁଣୁନି ୧୧୨

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ କମିଶନରେଟ୍ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରିଛି । ଭୁବନେଶ୍ୱରର ରାସ୍ତା ସାରା ସିସିଟିଭି ଲାଗିଛି । ତଥାପି ଅସାମାଜିକ ଲୋକଙ୍କ ଉତ୍ପାତ ଥମୁନି । ଆଉ ଆଶ୍ଚର୍ଯ୍ୟର କଥା ହେଉଛି ଏନେଇ ଜରୁରୀକାଳୀନ ନମ୍ବର ୧୧୨କୁ ଅଭିଯୋଗ କଲେ ଉତ୍ତର ଆସୁଛି… ଦେଖୁଛୁ ।…

ନେପାଳ ବିମାନ ଦୁର୍ଘଟଣା, ମୃତକଙ୍କ ମଧ୍ୟରେ ୫ ଭାରତୀୟ ଥିବା ସୂଚନା

କାଠମାଣ୍ଡୁ: ନେପାଳର ପୋଖରାରେ ବିମାନ ଦୁର୍ଘଟଣାରେ ଏବେ ସୁଦ୍ଧା ୩୬ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି । ୭୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ୧୦ ଜଣ ବିଦେଶୀ ଥିଲେ । ବିମାନଟି ପୋଖରା ବିମାନବନ୍ଦରରେ ଅବତରଣ ବେଳେ ନଦୀ ପାର୍ଶ୍ୱକୁ ଖସି ଜଳି ଯାଇଥିଲା । ଦୁର୍ଘଟଣାଗ୍ରସ୍ତ ATR-72…