ବାପାଙ୍କ ମୃତଦେହ ଦେଢ଼ ବର୍ଷ ଫ୍ରିଜ୍ରେ ରଖିଲା ପୁଅ
ନେଦରଲ୍ୟାଣ୍ଡ: ଯଦି କେହି ହଠାତ୍ ନିଜର ପ୍ରିୟଜନକୁ ହରାଏ, ତାହାକୁ ନେଇ ସେ ପୁରା ଭାଙ୍ଗି ପଡ଼ିଥାଏ । ତାର ଜୀବନ ପୁରା ନଷ୍ଟ ହୋଇଯାଇଥାଏ । ଏଭଳି ପରିସ୍ଥିତିରେ ଅନେକ ଲୋକ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରନ୍ତି ନାହିଁ । ତଥାପି, କିଛି ଲୋକ ଅଛନ୍ତି ଯେଉଁମାନେ ନିଜ ପ୍ରିୟଜନଙ୍କ ମୃତ ଶରୀରକୁ…