ଡ଼େଲିଭରି ବୟଙ୍କ ବ୍ୟାଗରୁ ମିଳିଲା ୮୦୦ ବର୍ଷ ପୁରୁଣା ମୃତଦେହ
ଫୁଡ଼ ଡ଼େଲିଭରି ବୟର କ୍ୟାରି ବ୍ୟାଗରୁ ଧରାପଡ଼ିଲା ୮୦୦ ବର୍ଷ ପୁରୁଣା ମୃତଦେହ ବା ମମି । ସନ୍ଦେହବଶତଃ ପୋଲିସ ଡ଼େଲିଭରି ବୟକୁ ପଚରାଉଚରା କରିବା ବେଳେ ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏହାର ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
କିଛି ଦିନ ତଳେ ପେରୁ…