ଜମଜ ସନ୍ତାନଙ୍କ ଗାଁ କୋଡ଼ିନ୍ନି
ଡ଼ାକ୍ତରୀ ଗବେଷଣା ଅନୁସାରେ ପ୍ରତି ୧ ହଜାର ଶିଶୁଙ୍କ ମଧ୍ୟରେ ୪ଟି ଜମଜ ସନ୍ତାନ ଜନ୍ମ ହୋଇଥାନ୍ତି । ଏହା ପ୍ରକୃତିର ବୈଚିତ୍ର । ହେଲେ କେରଳରେ ଏମିତି ଏକ ଗାଁ ଅଛି ଯେଉଁଠି ପ୍ରତି ୧ ହଜାରରେ ୪୫ଟି ଜମଜ ସନ୍ତାନ ଜନ୍ମ ହୋଇଥାନ୍ତି । ସ୍ଥଳବିଶେଷରେ ଏହି ସଂଖ୍ୟା ମଧ୍ୟ ବୃଦ୍ଧି ପାଇଥାଏ । ଏହାର…