ସାପ ଚାଷର ଗାଁ ଜିସିକ୍ୟୁ
ବିଭିନ୍ନ ପ୍ରକାର ଫସଲ,ଫଳ ଓ ପନିପରିବା ଚାଷ ବିଷୟରେ ଆପଣ ନିଶ୍ଚୟ ଜାଣିଥିବେ । କିନ୍ତୁ ସାପ ଚାଷ ବି କରାଯାଇପାରେ, ଏହି ବିଷୟରେ ହୁଏତ କ୍ୱଚିତ୍ ଶୁଣିଥିବେ । ଶୁଣିବାକୁ ଅଦ୍ଭୁତ ମନେ ହେଉଥାଇପାରେ,କିନ୍ତୁ ଏହା ସତ୍ୟ । ଚୀନ୍ର ଏକ ଛୋଟ ଗାଁରେ ଏଭଳି ବିଷାକ୍ତ ସାପ ଚାଷ କରାଯାଇଥାଏ ।…