ବିଚିତ୍ର ବୁଡ଼ିଆଣୀ: ମୟୂର ପରି ପୁଚ୍ଛ ମେଲାଇ ନାଚୁଛି
ଯେତେବେଳେ ବର୍ଷା ଆସେ ମୟୂରମାନେ ସେମାନଙ୍କ ଡେଣା ଖୋଲି ନାଚିବା ଆରମ୍ଭ କରନ୍ତି । କିନ୍ତୁ ଆପଣ କେବେ ବୁଡ଼ିଆଣୀ ପୁଛ ମେଲାଇ ନାଚୁଥିବାର ଦେଖିଛନ୍ତି । ଏବେ ସେମିତି ଏକ ବୁଡ଼ିଆଣୀର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି, ଯେଉଁଠି ଗୋଟେ ବୁଡ଼ିଆଣୀ ଠିକ୍ ମୟୂର ସଦୃଶ ପୁଚ୍ଛ ମେଲାଇ ନାଚୁଛି ।
ଲୋକ…