SIM କାର୍ଡକୁ ନେଇ ଆସିଲା ସାଂଘାତିକ ଖବର, ସତର୍କ ହୁଅନ୍ତୁ ନହେଲେ…
ନୂଆଦିଲ୍ଲୀ: ଦୂରସଂଚାର ବିଭାଗ (DoT) ଦେଶବ୍ୟାପୀ ଲକ୍ଷ ଲକ୍ଷ ମୋବାଇଲ ଉପଭୋକ୍ତାଙ୍କୁ ସାଇବପ ଅପରାଧୀଙ୍କଠାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି, ଯେଉଁମାନେ ସିମ୍ କାର୍ଡ ସେବାର ପ୍ରତିନିଧି ସାଜି ଲୋକଙ୍କୁ ଠକିବାକୁ ଚେଷ୍ଟା କରୁଛନ୍ତି। ଏହି ଚେତାବନୀ DoTର ଅଧିକାରିକ X ଆକାଉଣ୍ଟ ମାଧ୍ୟମରେ…