Latest Odisha News

BREAKING NEWS

ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ବର: ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ । ଆଇଏଫ୍ଏସ୍‌ ଅଭୟ ପାଠକ ଏବଂ ତାଙ୍କ ପୁଅ ଆକାଶଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଟ୍ରାଭେଲ୍ସ୍ ବିଲ୍‌ ଠକେଇ ମାମଲା​‌ରେ ଉଭୟ ବାପ-ପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ…

ଷ୍ଟାରସିପ୍ ରକେଟ ଲଞ୍ଚିଂ ବେଳେ ଲାଇସେନ୍ସର ଉଲଙ୍ଘନ କରିଛି ସ୍ପେସ୍ ଏକ୍ସ

ନୂଆଦିଲ୍ଲୀ:  ଲାଇସେନ୍ସର ଉଲ୍ଲଙ୍ଘନ କରି ଚର୍ଚ୍ଚାରେ ସ୍ପେସ୍ ଏକ୍ସ । ରିପୋର୍ଟ ଅନୁସାରେ, ସ୍ପେସ୍ ଏକ୍ସ ଫେଡେରାଲ ଆଭିଏସନ୍ ଆଡମିନିଷ୍ଟ୍ରେସନ୍ ଟେଷ୍ଟ୍ ଲାଇସେନ୍ସର ଉଲ୍ଲଙ୍ଘନ କରିଛି । ଏକ ରକେଟର ପରୀକ୍ଷଣ ବେଳେ କମ୍ପାନୀ ଏହି ଉଲ୍ଲଙ୍ଘନ କରିଛି । ଷ୍ଟାରସିପ୍ ରକେଟର ପରୀକ୍ଷଣ ବେଳେ ଏହା…

କେଲୁଅ ନଦୀ ଭାଙ୍ଗିବା ଘଟଣା, ଭିଜିଲାନ୍ସ ତଦନ୍ତ ଆରମ୍ଭ 

ଯାଜପୁର : କେଲୁଅ ନଦୀ ଭାଙ୍ଗିବା ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି । ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ହର ନାରାୟଣ ପତିଙ୍କ ନେତୃତ୍ବରେ ୫ ଜଣିଆ ବୈଷୟିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । କିପରି ଘାଇକୁ ଭଙ୍ଗା ଯାଇଛି । ଏଥିରେ କୌଣସି ସରକାରୀ କର୍ମଚାରୀ…

ହାଇଟେକ ବସ ଟର୍ମିନାଲ ସ୍ଥାନକୁ ଅନୁଧ୍ୟାନ କଲା ସ୍ୱତନ୍ତ୍ର ଟିମ, ୨୩ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ : କଟକ ଖାନନଗର ଠାରେ ନିର୍ମାଣ ହେବ ନେତାଜୀ ସୁଭାଷ ବୋଷ ହାଇଟେକ ବସ ଟର୍ମିନାଲ । ଏଥିପାଇଁ ଏହି ସ୍ଥାନକୁ ଆଜି ଅନୁଧ୍ୟାନ କରିଛନ୍ତି ସ୍ବତନ୍ତ୍ର ଟିମ । ଆସନ୍ତା ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଆଜି ପୂର୍ବାହ୍ନରେ…

ପବିତ୍ର ଗଙ୍ଗା ସ୍ନାନ ସହ ଆରମ୍ଭ ହେଲା କୁମ୍ଭ ମେଳା

ନୂଆଦିଲ୍ଲୀ : ଆଜି ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ପାଳନ କରାଯାଉଛି । ମକର ସଂକ୍ରାନ୍ତିରେ ଗଙ୍ଗାରେ ବୁଡ ପକାଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଏହାସହ କୁମ୍ଭ ମେଳା ମଧ୍ୟ ଆରମ୍ଭ ହୋଇଛି । ହାଡଭଙ୍ଗା ଶୀତରେ ଶ୍ରଦ୍ଧାଳୁ ହରିଦ୍ବାର, ଗଙ୍ଗାସାଗର ସମେତ ବିଭିନ୍ନ ସ୍ଥାନରେ ଗଙ୍ଗା ନଦୀରେ…

ବହି ଆଣିବାକୁ ଯାଇ ଆଉ ଫେରିଲେନି, ଦୁଇ ସ୍କୁଲ ଛାତ୍ର ନିଖୋଜ 

ପିପିଲି: ପିପିଲି ଥାନା କମଳାସାଗର ପାଟଣା ଗାଁର ଦୁଇ ସ୍କୁଲ ଛାତ୍ର ନିଖୋଜ ହୋଇଛନ୍ତି । ଏନେଇ ପରିବାର ପକ୍ଷରୁ ପିପିଲି ଥାନାରେ ଅଭିଯୋଗ ହୋଇଛି । ନିଖୋଜ ଦୁଇ ଛାତ୍ର ହେଲେ ଗାଁର ପବିତ୍ର ଦାସଙ୍କ ପୁଅ ନିରଞ୍ଜନ ଓ ଅନ୍ୟ ଜଣେ କେଦାର ବେହେରାଙ୍କ ପୁଅ ସୂର୍ଯ୍ୟକାନ୍ତ ।  ଗତକାଲି ସକାଳୁ ଘରୁ…