ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ୨୪ଘଣ୍ଟାରେ ନେଇପାରେ ଲଘୁଚାପର ରୂପ, ଉତ୍ତର ତାମିଲନାଡୁରେ ବର୍ଷା ସମ୍ଭାବନା ।
ରାଜ୍ୟରେ ଶୀତର ଲହର ଆରମ୍ଭ ହୋଇଥିବା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଏହି…