Latest Odisha News

BREAKING NEWS

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ୨୪ଘଣ୍ଟାରେ ନେଇପାରେ ଲଘୁଚାପର ରୂପ, ଉତ୍ତର ତାମିଲନାଡୁରେ ବର୍ଷା ସମ୍ଭାବନା । ରାଜ୍ୟରେ ଶୀତର ଲହର ଆରମ୍ଭ ହୋଇଥିବା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଏହି…

‘ସ୍ୱାସ୍ଥ୍ୟସେବାରେ ଓଡ଼ିଶାର ନୂଆ ବିପ୍ଲବ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ମିଶନ ମୟୁରଭଞ୍ଜ । ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ ଯୁଗର ମହାବିପ୍ଲବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରିପଦା ମୟୁରଭଞ୍ଜ ସହିଦ ସ୍ମୃତି ଭବନରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ…

୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ: କୋରାପୁଟ ପୁଲିସକୁ ମିଳିଲା ବଡ଼ ସଫଳତା । ପୁଣି ଜବତ ହୋଇଛି ଗଞ୍ଜେଇ ।  ପୋଲିସ ଖଡାପୁଟ ଗ୍ରାମ ନିକଟ ଜଲାପୁଟ ଜଳଭଣ୍ଡାର ନିକଟରେ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ପ୍ରସ୍ତୁତ ହେଉଥିବା ଖବର ପାଇ ଚଢାଉ କରି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି । ଅନ୍ଧାରର ସୁଯୋଗ ନେଇ…

ମମିତା ହତ୍ୟା ଘଟଣା: ସିବିଆଇ ତଦନ୍ତ ଦାବି ନେଇ ପ୍ରମିଳାଙ୍କ ପ୍ରଶ୍ନ ?

ଭୁବନେଶ୍ୱର: ମମିତାଙ୍କ ମୃତ୍ୟୁ ଘଟଣା ନେଇ ପ୍ରମିଳା ମଲ୍ଲିକଙ୍କ ପ୍ରତିକ୍ରିୟା । ସିବିଆଇ ତଦନ୍ତ ଦାବି ନେଇ ପ୍ରମିଳାଙ୍କ ପ୍ରଶ୍ନ ? ସବୁ କ୍ଷେତ୍ରରେ ସିବିଆଇ କଣ ଠିକ୍ ତଦନ୍ତ କରିଛି ? ରାଜ୍ୟ ପୁଲିସରେ ଭଲ ଅଧିକାରୀ ଅଛନ୍ତି, ସେମାନେ ତଦନ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଦୋଷୀ କେବେ…

[ ଭିଡ଼ିଓ] ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା

କଟକ: ଧରାପୃଷ୍ଠକୁ ଅବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ସିଲଭର୍ ସିଟି କଟକ । ଆଜି ମାଆଙ୍କ ମହାସପ୍ତମୀ ପୂଜା କରାଯାଇଛି । ସହରର ପ୍ରତ୍ୟକଟି ମଣ୍ଡପରେ ମାଆଙ୍କୁ ସ୍ୱତନ୍ତ୍ର ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି । ଗତକାଲି ବିଲ୍ୱବରଣ ହେବା ପରେ ମହାନଦୀରୁ…

ପୋଲିସ୍ –ମାଓବାଦୀ ମୁହାଁମୁହିଁ, ମାଓନେତା ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୁଣି ପୋଲିସ୍ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିବା ବେଳେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏଥିରେ ଜଣେ ଯବାନ ଗୁରୁତର ହୋଇପଡ଼ିଛନ୍ତି । ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା…

୭ ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।  ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।…

ଟମାଟୋ ଚାଷରେ ବିଶ୍ୱ ରେକର୍ଡ, ଗୋଟିଏ ଡାଳରେ ୮୩୯ଟି ଟମାଟୋ

ଭୁବନେଶ୍ୱର: ବିଶ୍ୱ ରେକର୍ଡରେ ସ୍ଥାନ ପାଇଛନ୍ତି ଚାଷୀ ଡଗଲାସ । ନିକଟରେ ଟମାଟୋ ଚାଷ କରି ଜଣେ ବ୍ୟକ୍ତି ବିଶ୍ବ ରେକର୍ଡ କରିଛନ୍ତି । ଜଣେ ବ୍ରିଟିଶ ବ୍ୟକ୍ତି ଟମାଟୋ ଗଛର ଗୋଟିଏ ଶାଖାରେ ୮୩୯ଟି ଟମାଟୋ ଫଳାଇଛନ୍ତି ।  ମାର୍ଚ୍ଚ ମାସରେ ଟମାଟୋ ମଞ୍ଜି ବୁଣିଥିଲେ ଚାଷୀ । ଏହି ଟମାଟୋ ଗଛକୁ ସେ…

ବିପଦଶଙ୍କୁଳ ମଧୁବନ ମିନି ଷ୍ଟାଡିୟମ

ବାରିପଦା : ବାରିପଦା ଅବହେଳିତ ମଧୁବନ ମିନି ଷ୍ଟାଡିୟମ । ପ୍ରତ୍ୟେକ ଦିନ ପ୍ରାୟ ଦୁଇଶହରୁ ଉର୍ଦ୍ଧ ମହିଳା ଓ ପୁରୁଷ ଏହି ଷ୍ଟାଡିୟମକୁ ପ୍ରାତଃ ଭ୍ରମଣ ପାଇଁ ଆସିଥାନ୍ତି । ବିଭିନ୍ନ ଯୁବ ଖେଳାଳି ମାନେ କ୍ରିକେଟ ଓ ଫୁଟବଲ ଓ ଦୌଡାକୁଦ ଆଦି ଖେଳ ପାଇଁ ଏହା ଉପରେ  ନିର୍ଭର କରିଥାନ୍ତି । ତେବେ…

ନକ୍ସଲଙ୍କ ସହିଦ ସପ୍ତାହର ଶେଷ ଦିନ

ମାଲକାନଗିରି: ନକ୍ସଲ ପନ୍ଥିଙ୍କ ସହିଦ ସପ୍ତାହର ଆଜି ହେଉଛି ଶେଷ ଦିନ । ହେଲେ ଗତ କାଲି ମାଲକାନଗିରି ଛତିଶଗଡ ସିମାନ୍ତ ସୁକମା ଜିଲ୍ଲାରେ ନକ୍ସଲ ମାନେ ପାଳନ କରିଥିଲେ ସହିଦ ସପ୍ତାହ । ଏଥିରେ ସିମାନ୍ତ ମାଲକାନଗିରି ଓ ସୁକମା ଜିଲ୍ଲାର ଶହ ଶହ ଆଦିବାସୀ ଲୋକେ ଯୋଗ ଦେଇଥିଲେ । ଆଦିବାସୀ…