Latest Odisha News

BREAKING NEWS

ଚମକିବ ବାଉଁଶରେ ତିଆରି ଗହଣା

ରାୟଗଡା :: ଦେଶ ବିଦେଶରେ ଚମକିବ ଏବେ ବାଉଁଶରେ ତିଆରି ଗହଣା । ଆଧୁନିକ ଯୁଗରେ ଆଧୁନିକ ପସନ୍ଦ୍ । ତେବେ ଆଜିକାଲି ଫ୍ୟାସନ କୁ ନେଇ ଆଦିବାସୀ ମୂଳକର ଝିଅ ତିଆରି କରିଛନ୍ତି ଗହଣା । ତା ପୁଣି ବାଉଁଶରେ । ପ୍ରକୃତିର ଉପାଦାନ ବାଉଁଶ ରେ ଅଳଙ୍କାର ପ୍ରସ୍ତୁତ କରି ଆଦିବାସୀ ଏବେ ସ୍ଵାବଲମ୍ବୀ…

ରୋଷେଇ କରି ଧାରଣା ଦେଲେ ହିତାଧିକାରୀ

ପାଟଣାଗଡ: ବ୍ଲକ ସମ୍ମୁଖରେ ରୋଷେଇ କରି ଧାରଣା ଦେଲେ ଆବାସ ଯୋଜନା ହିତାଧିକାରୀ । ଆବାସ ଯୋଜନାରେ ଘର କରିବାକୁ ଆଦେଶ ଦେଲେ, କାର୍ଯ୍ୟାଦେଶ ପରେ ହିତାଧିକାରୀ ଘର ନିର୍ମାଣ କଲେ ହେଲେ ଗୋଟିଏ ବି କିସ୍ତି ଟଙ୍କା ପାଇଲେନି ହିତାଧିକାରୀ । ଏଭଳି ଏକ ଘଟଣାକୁ ନେଇ ପାଟଣାଗଡ ବ୍ଲକ ବିଡିଓଙ୍କ…

ଚାଷୀ ସଙ୍ଗଠନର ୧୨ ଘଣ୍ଟିଆ ରାସ୍ତାରୋକ

ସୁବର୍ଣ୍ଣପୁର:ଚାଷୀ ସଙ୍ଗଠନର ୧୨ ଘଣ୍ଟିଆ ରାସ୍ତାରୋକ l ସୁବର୍ଣ୍ଣପୁର ଜିଲ୍ଲାରେ ରବି ଧାନ ବିକ୍ରି ନେଇ ଚାଲିଛି ଅଚଳାବସ୍ଥା l ଏହାର ସମାଧାନ ଦାବିରେ ଶେଷରେ ଚାଷୀ ଓହ୍ଲାଇଛନ୍ତି ରାଜ ରାସ୍ତାରେ । ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଙ୍ଗଠନ ପକ୍ଷରୁ ଉଲୁଣ୍ଡା ବ୍ଲକ ହିକୁଡି ଛକରେ ୧୨ ଘଣ୍ଟିଆ…

କୋଭିଡ୍ ଟେଷ୍ଟକୁ ନେଇ ପାଟିତୁଣ୍ଡ

ରଣପୁର: ଗାଁରେ କୋଭିଡ୍ ଟେଷ୍ଟକୁ ନେଇ ଉତେଜନା । ମୟୁରଝାଲିଆ ଗ୍ରାମରେ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ଡାକ୍ତରଙ୍କୁ ଅଟକ ରଖିଲେ ଗାଁର ଲୋକେ । ରଣପୁର ମୟୁରଝାଲିଆ ଗାଁରେ ଗତ ୩ ଦିନ ତଳେ ୨୪ ଜଣଙ୍କର RTPCR ମାଧ୍ୟ୍ୟମରେ କୋଭିଡ୍ ଟେଷ୍ଟ କରାଯାଇଥିଲା । ସେହି ଟେଷ୍ଟ ବେଳେ ୨୦ ଜଣଙ୍କର କୋଭିଡ୍…

ଜମିବାଡ଼ି ବିବାଦରୁ ନାବାଳକକୁ ନିର୍ମମ ହତ୍ୟା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ ଗାଁରେ ଅଭାବନୀୟ ଘଟଣା । ଜମିବାଡ଼ି ବିବାଦକୁ ନେଇ ଗୁରୁବାର ଏକ ନିରୀହ ବାଳକର ମୁଣ୍ଡ ଗଡ଼ିଛି । ବିବାଦ ଯୋଗୁଁ ଗାଁର ଧନପତ ଗହୀରଙ୍କୁ ପ୍ରଥମେ ହତ୍ୟା ଉଦ୍ୟମ କରିଥିଲା ଅଭିଯୁକ୍ତ । ହେଲେ ଏଥିରେ ବିଫଳ ହୋଇ ସେହି ପରିବାରର ୮ ବର୍ଷର…

ଗାଁରେ କରୋନା ସଚେତନତା

ଢେଙ୍କାନାଳ: କରୋନା ସ୍ଥିିତି ବିଗିଡ଼ିବାରେ ଲାଗିଥିବା ବେଳେ ଲୋକଙ୍କୁ କରାଯାଉଛି ସଚେତନ । ଏନେଇ ଘର ଘର ବୁଲି ତଦାରଖ ବି କରାଯାଉଛି । ସେହିଭଳି ଢେଙ୍କାନାଳ କାମାକ୍ଷାନଗର ବ୍ଲକ୍ ସୋଗର ଗାଁକୁ ସାନିଟାଇଜ କରାଯାଇଛି । ଦିନକୁ ଦିକ ସେଠାରେ ସଂକ୍ରମଣ ବଢୁଥିବା ବେଳେ ଏହି ସବୁ ପଦକ୍ଷେପ ନିଆଯାଇଛି…

କରୋନାରେ କିନ୍ନରଙ୍କୁ ସହଯୋଗ

ପୁରୀ: କରୋନା ବଦଳାଇ ଦେଇଛି ସମସ୍ତଙ୍କ ଜୀବନ ଶୈଳୀ । ତେବେ ଏହି ଅସୁବିଧା ସମୟରେ କିନ୍ନର ମାନଙ୍କୁ ସୁଯୋଗ ଓ ନିର୍ମାଣ ତରଫରୁ ରିଲିଫ୍ ବଣ୍ଟନ କରାଯାଇଛି । କୋଭିଡ କଟକଣା ଓ ଲକ୍ ଡାଉନ୍ ଯୋଗୁଁ ଅସୁବିଧାରେ ଚଳୁଥିବା କିନ୍ନର ମାନଙ୍କୁ ସୁଯୋଗ ସଂସ୍ଥ‍ା ପକ୍ଷରୁ ରିଲିଫ୍ ବଣ୍ଟନ କରାଯାଇଛି। ପୁରୀ…

ଚର୍ଚ୍ଚାରେ ନେତାନ୍ୟହୁ

ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟହୁ । ଦେଶରେ ଏବେ ସଙ୍କଟ କାଳରେ ବିରୋଧର ଶିକାର ହେବାରେ ଲାଗିଛନ୍ତି । ପାଲେଷ୍ଟାଇନ ଆକ୍ରମଣର କଡ଼ା ଜବାବ୍ ଦେବାକୁ ଫୁଲ୍ ଦମ୍ ରେ ତୟାର୍ । ଖୁବଶିଘ୍ର ସଂଘର୍ଷର ଘଟିବ ଅନ୍ତ ,ଶତ୍ରୁତାର ଅବସାନ ଘଟାଇବା ନେଇ ତାଙ୍କର ପ୍ରୟାସ ଜାରି ରହିଛି ।…

ବିଦ୍ୟୁତ ସମସ୍ୟାକୁ ବିରୋଧ

କଳାହାଣ୍ଡି:ବିଦ୍ୟୁତ ଯୋଗାଇ ଦେବା ପାଇଁ ଦାବି । ସାମାନ୍ୟ ଝଡ ପବନ ହେଲେ ବିଦ୍ୟୁତ ସେବା ବିଛିନ୍ନ ହେଇ ଯାଉଛି । ଏନେଇ ଲୋକଙ୍କ ମନରେ ଅସନ୍ତୋଷ ଦେଖିବାକୁ ମିଳିଛି । ଜୟପାଟଣା ବ୍ଲକ ପାଇଁ ବିଦ୍ୟୁତ କାଟ ଯେମିତି ନିତି ଦିନିଆ ଘଟଣାରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। କିଛି ଦିନ ହେଲା…

ଦ୍ୱାରକାଧୀଶଙ୍କ ଭବ୍ୟ ମନ୍ଦିର

ଗୁଜୁରାଟ: ୪ ଧାମରୁ ମୁଖ୍ୟ ପଶ୍ଚିମର ଦ୍ୱାରକା ଧାମ । ଯେଉଁଠି ଲୀଳା କରନ୍ତି ବିଷ୍ଣୁ । ସମୁଦ୍ରକୂଳରେ ପ୍ରାଚୀନ ନଗରୀ । ଯେଉଁଠି ଲୁଚି ରହିଛି ରହସ୍ୟ । ହେଲେ ସେଠି ରହିଛି ଏକ ଭବ୍ୟ ମନ୍ଦିର । ଯେଉଁଠି ବିଷ୍ଣୁଙ୍କ ଅବତାର ପୂଜା ପାଉଛନ୍ତି । ସେହି ଦେବ ସ୍ଥାନରେ ରହିଛି ଲୋକଙ୍କର ଆସ୍ଥା ଓ…