ପରମ୍ପରାରେ ପାନ
ଭୁବନେଶ୍ୱର : ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ'ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା ।
ରଜ ସହିତ ପାନ…