Latest Odisha News

ପିଲାମାନଙ୍କ ମନରେ ମାତୃଭାଷା ପ୍ରୀତି ଜାଗ୍ରତ ହେଉ : ସ୍ଵପ୍ନା ମିଶ୍ର

ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ୱଳ ନକ୍ଷତ୍ର ସ୍ୱପ୍ନା ମିଶ୍ର । ଭାବ ଭାଷା ଓ ଚରିତ୍ରର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର କଳେବର ସବୁବେଳେ ଜୀବନ୍ତ। ଚରିତ୍ରମାନଙ୍କ ଅନ୍ତର୍ଚେତନାରୁ କୌଶଳ କ୍ରମେ ଗଭୀର ଅନୁଭବକୁ ନିଜ ଭିତରକୁ ସଞ୍ଚାରି ଆଣି ତାକୁ ନେଇ ସେ ସୃଷ୍ଟି କରନ୍ତି କବିତା, ଗଳ୍ପ ଓ…

ପରଲୋକରେ ସାହିତ୍ୟିକ ହୁସେନ ରବି ଗାନ୍ଧୀ

କଟକ : ବିଶିଷ୍ଟ କବି,ସାହିତ୍ୟିକ, ସଙ୍ଗଠକ , ବାଗ୍ମୀ ତଥା ଓଡି଼ଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ହୁସେନ ରବି ଗାନ୍ଧୀଙ୍କର ପରଲୋକ ଘଟିଛି। ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଗତ କିଛିଦିନ ଧରି ସେ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ…

ଚକା ଆଖିର ବ୍ୟାପ୍ତ ଗଭୀରତା ମତେ ସାହିତ୍ୟ ମନସ୍କ କରିଛି : ଜାନକୀ ବଲ୍ଲଭ ମହାପାତ୍ର

ସମକାଳୀନ ଓଡିଆ କଥା ସାହିତ୍ୟ ଜଗତରେ ଗାଳ୍ପିକ ଜାନକୀ ବଲ୍ଲଭ ମହାପାତ୍ର ଜଣେ ସଫଳ ରୂପକାର। କାହାଣୀ ଓ ପରିକଳ୍ପନା ଓ ଚରିତ୍ରାୟନର ଚମତ୍କାରିତା ତାଙ୍କ ଗଳ୍ପର ନିଆରାପଣ। ତାଙ୍କ ଗଳ୍ପଗୁଡ଼ିକର ପାଠକୀୟ ଆବେଦନ ଅନନ୍ୟ। ଓଡ଼ିଆ ଗଳ୍ପରେ ଜୀବନ ଓ ସମ୍ପର୍କର ବିପର୍ଯ୍ୟୟକୁ ନେଇ ଅନେକ ଗପ…

ସାହିତ୍ୟ ଏକ ନିରବଚ୍ଛିନ୍ନ ସାଧନା : ସୁମିତା ବେହେରା

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ପ୍ରତିଭା ସୁମିତା ବେହେରା । ଗଳ୍ପ, ଉପନ୍ୟାସ, କବିତା ପ୍ରଭୃତି କ୍ଷେତ୍ରରେ ସେ ସାଉଣ୍ଟିଛନ୍ତି ବିପୁଳ ପାଠକୀୟତା । ତାଙ୍କ ସର୍ଜନା କ୍ଷେତ୍ରର ପରିସୀମା ମପାଯାଇ ପାରେନା । ଭାବ ଓ ଭାଷାର ସମ୍ମିଶ୍ରଣରେ ସେ ରୁଦ୍ଧିମନ୍ତ କରିଚାଲିଛନ୍ତି ଓଡ଼ିଆ…

ସ୍ୱାମୀ ବିବେକାନନ୍ଦ

ପ୍ରିୟ କୁନି ପିଲାମାନେ ତୁମେମାନେ ସ୍ୱାମୀ ବିବେକାନନ୍ଦଙ୍କ ନାଁ ଶୁଣିଥିବ। ଭାରତୀୟ ସଂସ୍କୃତି ଏବଂ ସନାତନ ଧର୍ମକୁ ସେ ବିଶ୍ୱ ଦରବାରରେ ପରିଚିତ କରାଇଥିଲେ । ଆଜି ଆମେ ତାଙ୍କ ବିଷୟରେ ଜାଣିବା । ୧୮୬୩ ଖ୍ରୀଷ୍ଟାବ୍ଦ ଜାନୁଆରୀ ୧୨ ତାରିଖ, ପୌଷ ସଂକ୍ରାନ୍ତି ଦିନ କଲିକତାର…

ସାହିତ୍ୟ ଲୋକାଭିମୁଖୀ ହେଉ : ଚିତ୍ତରଞ୍ଜନ ନାୟକ

ସମକାଳୀନ ଓଡ଼ିଆ ସାହିତ୍ୟରେ ଚିତ୍ତରଞ୍ଜନ ନାୟକ ଏକ ସଶ୍ରଦ୍ଧ ଉଚ୍ଚାରଣ । ତାଙ୍କ ଲେଖନୀ ନିଃସୃତ ପ୍ରତିଟି କବିତାରେ ବିଭୋର ହୁଅନ୍ତି ପାଠକ। ଭାବ ଓ ଭାଷାର ଚମତ୍କାରିତାକୁ ତାଙ୍କର ପ୍ରତିଟି ରଚନାରେ ଅନୁଭବ କରିହୁଏ ।ଜୀବନ୍ତ ଲାଗେ ପ୍ରତିଟି ଶବ୍ଦ ,ବିଭୋର ହୋଇଯାଏ ମନ ଓ ପ୍ରାଣ । ଓଡ଼ିଆ କବିତା…

ଏ ଯାଏଁ ଏକାଠି, ମୁଁ ଓ ମୋ କଲମକାଠି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’ ଅକ୍ଷରରେ ଅନେକ କଥାକାହାଣୀ କହିଯାଇଛି କଲମ । ସେଇ ଯେ ୧୯୬୨ରୁ.... ଏଯାଏ ଚାଲିଛି ଏ କଲମ ଏହିପରି - ଆଉ ତାହା ସହିତ ଖୋଦ୍‍ ମୁଁ ବି । ସମୟର ରଙ୍ଗବଦଳ ସତ୍ୱେ ଏ କଲମ ଅଙ୍ଗହାନି କରିବାକୁ ଚାହିଁନି କେଭେଁ ସେଇ ବଜ୍ରସଂକଳ୍ପର - ଅନ୍ଧାରୀ…

ପୁରସ୍କାର, ସାମୟିକ ଭାବରେ ଉତ୍ସାହିତ କରେ : ଶର୍ମିଷ୍ଠା ସାହୁ

ସମକାଳୀନ ଓଡ଼ିଆ ସାହିତ୍ୟରେ କବୀ ଶର୍ମିଷ୍ଠା ସାହୁ ଏକ ସଶ୍ରଦ୍ଧ ଉଚ୍ଚାରଣ । ଚିରାଚରିତ ଶୈଳୀର ଢେର ଉର୍ଦ୍ଧ୍ବରେ ତାଙ୍କର ସୃଷ୍ଟି। ତାଙ୍କ କବିତା କେଉଁଠି ବି ଫୁଟିଉଠି ପାରେ। କେବଳ ଫୁଟେ ନାହିଁ , ତା ‘ ବାସ୍ନାରେ ଖୁବ ଭିଜାଏ ପାଠକ ପାଠିକାଙ୍କୁ। ଓଡ଼ିଆ କବିତା ଜଗତରେ ଜଣେ ନିଷ୍ଠାପର…

ସାହିତ୍ୟ ପରିକ୍ରମା-୨୦୨୨

ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୨ର ଶେଷ ଦିନ। ଗୋଟିଏ ବର୍ଷ ଭିତରେ ଓଡ଼ିଆ…

ଜୀବନର ଶେଷ ଯାଏଁ ମୋ ହାତରେ କଲମ ଥାଉ : ପ୍ରଜ୍ଞା ପ୍ରବର୍ତ୍ତିକା ଦାଶ

ଓଡ଼ିଶା ସାହିତ୍ୟରେ ତରୁଣ ପୀଢ଼ିର ଜଣେ ଅଗ୍ରଣୀ ଲେଖିକା ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ପ୍ରଜ୍ଞା ପ୍ରବର୍ତ୍ତିକା ଦାଶ। ସ୍ତମ୍ଭ , ଗଳ୍ପ , କବିତା ଫିଚର, ଓ ଗବେଷଣାତ୍ମକ ନିବନ୍ଧ ରଚନା ଭଳି ଓଡ଼ିଆ ସାହିତ୍ୟର ବିବିଧ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ବିପୁଳ…