ଚକା ଆଖିର ବ୍ୟାପ୍ତ ଗଭୀରତା ମତେ ସାହିତ୍ୟ ମନସ୍କ କରିଛି : ଜାନକୀ ବଲ୍ଲଭ ମହାପାତ୍ର
ସମକାଳୀନ ଓଡିଆ କଥା ସାହିତ୍ୟ ଜଗତରେ ଗାଳ୍ପିକ ଜାନକୀ ବଲ୍ଲଭ ମହାପାତ୍ର ଜଣେ ସଫଳ ରୂପକାର। କାହାଣୀ ଓ ପରିକଳ୍ପନା ଓ ଚରିତ୍ରାୟନର ଚମତ୍କାରିତା ତାଙ୍କ ଗଳ୍ପର ନିଆରାପଣ। ତାଙ୍କ ଗଳ୍ପଗୁଡ଼ିକର ପାଠକୀୟ ଆବେଦନ ଅନନ୍ୟ। ଓଡ଼ିଆ ଗଳ୍ପରେ ଜୀବନ ଓ ସମ୍ପର୍କର ବିପର୍ଯ୍ୟୟକୁ ନେଇ ଅନେକ ଗପ…