Latest Odisha News

BREAKING NEWS

ମାନବିକ ମୂଲ୍ୟବୋଧ ପ୍ରତି ସମ୍ବେଦନଶୀଳ ଭାବନା ଓ ଆନ୍ତରିକତା ହିଁ ସାହିତ୍ୟ : ଲଳିତ ମୋହନ ମିଶ୍ର

ଓଡ଼ିଆ ସାହିତ୍ୟ ଜଗତରେ ଲଳିତ ମୋହନ ମିଶ୍ର ଏକ ସଶ୍ରଦ୍ଧ ଉଚ୍ଚାରଣ। ସ୍ଵତନ୍ତ୍ର ତାଙ୍କ କଥା ଓ କଥନ। ଚିରାଚରିତ ଶୈଳୀର ଢେର ଉର୍ଦ୍ଧ୍ବରେ ତାଙ୍କର ସୃଷ୍ଟି। ତାଙ୍କ ତିଆରି ଚରିତ୍ରମାନଙ୍କ ସହ ସେ ସବୁବେଳେ ମଗ୍ନ । କାହାର ପ୍ରଶଂସା ବା ନିନ୍ଦା ପ୍ରତି ଖିଆଲ ନଥାଏ ତାଙ୍କର। ତାଙ୍କ କାହାଣୀ…

ବ୍ୟାସକବି ଫକୀର ମୋହନଙ୍କ ୧୦୪ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଭୁବନେଶ୍ୱର : ବ୍ୟାସ କବି ଫକୀର ମୋହନ ସ୍ମୃତି ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ବ୍ୟାସ କବିଙ୍କ ୧୦୪ ତମ ଶ୍ରାଦ୍ଧ ବର୍ଷିକୀ ପାଳିତ ହୋଇଯାଇଛି। ଜୀବନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାରସ୍ଵତ ସଭାରେ ଫକୀର ମୋହନ ବିଶ୍ୱ ବିଦ୍ୟାଳୟର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ…

ସାହିତ୍ୟ, ସମର୍ପଣ ଓ ଅନୁରକ୍ତିର ସମ୍ମିଶ୍ରଣ : କମଳ କୁମାର ମହାନ୍ତି

ସମକାଳର ଜଣେ ନିଆରା ଶବ୍ଦଶିଳ୍ପୀ କମଳ କୁମାର ମହାନ୍ତି । ଓଡ଼ିଆ କବିତା ଜଗତରେ ଜଣେ ନିଷ୍ଠାପର ସ୍ରଷ୍ଟା ଭାବରେ , ସେ ସୃଷ୍ଟି କରି ଚାଲିଛନ୍ତି ଅନେକ କବିତା। ସେ କବିତା ମାଧ୍ୟମରେ ଏକ ଅନ୍ତର୍ଯାତ୍ରାରେ ବିଶ୍ୱାସ ରଖନ୍ତି। ସରଳତା ଭିତରେ ତୀକ୍ଷ୍ମତା ଓ ସ୍ୱାଭାବିକତା ଭିତରେ ଆସାଧାରଣତା,…

ରାଜ୍ୟ ମୋହରେ କୂଟନୈତିକ ମହାସମର

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ମହାଭାରତ ଏକ ଚିତ୍ତାକର୍ଷକ କାହାଣୀ, ଗୋଟିଏ ଲମ୍ବା କାହାଣୀର ଚିତ୍ରପଟ୍ଟ । ଗୋଟିଏ ଗୋଟିଏ କାହାଣୀରୁ ଅନେକ ଉପକାହାଣୀର ସୃଷ୍ଟି । ଅନେକ ଏହାକୁ ବ୍ୟାଖ୍ୟା କରି ଆଧ୍ୟାତ୍ମିକ ତତ୍ତ୍ଵ ସମ୍ବଳିତ ଧର୍ମ ଶାସ୍ତ୍ର ଭାବରେ ଗ୍ରହଣ ଓ ପୂଜିତ କରିଆସୁଛନ୍ତି ।…

ଧାରାବାହିକ ଉପନ୍ୟାସ : ସୁଲୋଚନା (୨)

ସୁମିତା ବେହେରାଙ୍କ ଧାରାବାହିକ ଉପନ୍ୟାସ ‘ସୁଲୋଚନା’ ଭାଗ : ୨  ସୁଲୋଚନାଙ୍କର ରୂପଲାବଣ୍ୟରେ ମୋହିତ ହୋଇ ଇନ୍ଦ୍ର ଦେବଲୋକରୁ ନାଗଲୋକ ଆସି ପହଞ୍ଚିଛନ୍ତି। ସୁନ୍ଦରୀ ନାରୀ ପ୍ରତି ଅହେତୁକ ଦୁର୍ବଳତା ଦେବରାଜଙ୍କର। ପ୍ରଥମେ ସେ ସୁଲୋଚନାଙ୍କ ନିକଟରେ ପ୍ରେମ ଭିକ୍ଷା କରିଥିଲେ। ତାଙ୍କୁ…

ସାହିତ୍ୟକୁ ଋଦ୍ଧିମନ୍ତ ଓ ପ୍ରାଣବନ୍ତ କରିବା ପାଇଁ କବିତା ଏକ ବଳିଷ୍ଠ ମାଧ୍ୟମ : ଗୋବିନ୍ଦ ଚନ୍ଦ୍ର ଦାଶ

ବୃତ୍ତିରେ ଅଧ୍ୟାପକ କିନ୍ତୁ ଆଧ୍ୟାତ୍ମକତା ତାଙ୍କ ଚେତନାର କ୍ଷେତ୍ର ଓ ସର୍ଜନାର ପୃଷ୍ଠଭୂମି । ସେ ସମକାଳର ଜଣେ ନିଆରା ଶବ୍ଦଶିଳ୍ପୀ । ଓଡ଼ିଆ କବିତା ଜଗତରେ ଜଣେ ନିଷ୍ଠାପର ସ୍ରଷ୍ଟା ଭାବରେ ସେ ସୃଷ୍ଟି କରି ଚାଲିଛନ୍ତି ଅନେକ କବିତା। ସେ କବିତା ମାଧ୍ୟମରେ ଏକ ଅନ୍ତର୍ଯାତ୍ରାରେ ବିଶ୍ୱାସ…

ଉଭୟ ଭାଷା ପ୍ରତି ଯଥେଷ୍ଟ ଜ୍ଞାନ ଥିଲେ ହିଁ ଜଣେ ସଫଳ ଅନୁବାଦକ ହୋଇପାରିବ : ବିଜୟ କୁମାର ପ୍ରଧାନ

ସାହିତ୍ୟ କୌଣସି ଗୋଟିଏ ଅଞ୍ଚଳର ଭାଷା ମଧ୍ୟରେ ସୀମିତ ନୁହେଁ, ବରଂ ପୃଥିବୀର ସବୁ ଅଞ୍ଚଳର ଭାଷା, ସଂସ୍କୃତି, ସାମାଜିକ ଚଳଣି ସହ ସାହିତ୍ୟ ପ୍ରତ୍ୟକ୍ଷ ଭାବରେ ଜଡ଼ିତ । କିନ୍ତୁ ସବୁ ଭାଷାର ସାହିତ୍ୟକୁ ପଢ଼ିବା ସମ୍ଭବ ନୁହେଁ। ଅନ୍ୟ ଭାଷାର ସାହିତ୍ୟ ଜାଣିବାକୁ ହେଲେ, ନିଜ ଭାଷାରେ ତାର ଅନୁବାଦ…

ପଥ ଭ୍ରଷ୍ଟ କରୁଛି ଅନ୍‌ଲାଇନ୍ ଜୁଆ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’…  ଗତ ଦେଢ଼ ମାସ ହେବ ଆମ ଦେଶରେ ଆଇ.ପି.ଏଲ. ଖେଳ ଚାଲିଛି ଓ ତାହା ଟିଭିରେ ସିଧା ପ୍ରସାରଣ ହେଉଛି । ସନ୍ଧ୍ୟାଠାରୁ ରାତି ସାଢ଼େ ଏଗାରଟା ଯାଏ ଟିଭିରେ ପ୍ରସାରିତ ହେଉଥିବା ଏହି ଖେଳକୁ ଯେଉଁମାନେ ଦେଖୁଥିବେ, ସେମାନେ ନିଶ୍ଚିତ ଭାବେ…

ପୁସ୍ତକର ପ୍ରକୃତ ମୂଲ୍ୟାୟନ ପାଠକଙ୍କ ହାତରେ : ରାଜ କିଶୋର ଦାସ

ଲେଖକ ହୁଅନ୍ତୁ ବା କବି ଅବା ଆଲୋଚକ, ଯେକୌଣସି ପୁସ୍ତକ ପ୍ରକାଶନ ପଛରେ ପ୍ରକାଶକଙ୍କର ସବୁଠାରୁ ବଡ଼ ଦାୟିତ୍ୱ ରହିଥାଏ। ପ୍ରକାଶକ ହିଁ ପୁସ୍ତକ ଆଉ ଲେଖକର ମଧ୍ୟରେ ଯୋଗସୂତ୍ରର ଦାୟିତ୍ୱ ନିର୍ବାହ କରିଥାନ୍ତି। ତେବେ ପ୍ରକାଶକ ଯଦି ଜଣେ ଲେଖକ ହୋଇଥାନ୍ତି ତେବେ ତାହା ମଣିକାଞ୍ଚନର ସଂଯୋଗ ବୋଲି…

ବରିଷ୍ଠ ସ୍ତମ୍ଭ ଲେଖକ ଆର୍ତ ମିଶ୍ର ପାଇଲେ ଅଷ୍ଟାଦଶ ନାରଦ ସମ୍ମାନ

ଭୁବନେଶ୍ୱର : ବିଶ୍ୱ ସମ୍ବାଦ କେନ୍ଦ୍ର, ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ‘ଅଷ୍ଟାଦଶ ନାରଦ ସମ୍ମାନ’ ଉତ୍ସବ ଆୟୋଜିତ ହୋଇଯାଇଛି ଏହି ଅବସରରେ ବରିଷ୍ଠ ସ୍ତମ୍ଭକାର ଆର୍ତ ମିଶ୍ରଙ୍କୁ ତାଙ୍କର ଜୀବନବ୍ୟାପୀ ସାଧନା, ଅଧ୍ୟବସାୟ ଏବଂସାମ୍ବାଦିକତା କ୍ଷେତ୍ରକୁ ଅବଦାନ…