ବିଦାୟୀ ବର୍ଷର କିଛି କଥା କିଛି ବ୍ୟଥା
ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ
ବିଗତ ବର୍ଷଗୁଡିକର କ୍ୟାଲେଣ୍ଡର ବଦଳି ଯାଇଥିଲେ ବି ଯେମିତି ସମାଜ ଦ୍ରୁତ ଗତିରେ ବୃଦ୍ଧି ପାଇଛି, ସେମିତି ସମସ୍ୟାର ବଳୟ ଭିତରେ ମଣିଷ ଅଣନିଃଶ୍ବାସୀ ହୋଇ ପଡ଼ୁଛି । ଜଣାପଡୁଛି ଯେ ହିଂସା କେବଳ ଭୟ, ଅସତ୍ୟ ଏବଂ ଆକ୍ରୋଶର ପ୍ରାଧାନ୍ୟ ଦେଇନାହିଁ, ବରଂ…