Latest Odisha News

BREAKING NEWS

ସିନେମା: ‘ଆସନ୍ତାକାଲି’ର ପ୍ରକାଶନ

ଭାଗ-୭ ପଚାଶ ଦଶକର କଲିକତାରେ ଓଡ଼ିଆଙ୍କ ସଂଖ୍ୟା ଥିଲା ଖୁବ୍ ଅଧିକ । ଅଧକାଂଶ ଓଡ଼ିଆ ଶ୍ରମିକ ଝୋଟ ମିଲ୍‌ରେ କାମ କରୁଥିଲେ, ପ୍ରକାଶନ ଶିଳ୍ପ ସହ ବି ଅଧିକ ସଂପୃକ୍ତ ଥିଲେ । ବ୍ୟବସାୟ କ୍ଷେତ୍ରରେ ବି ସେତେବେଳେ ଓଡ଼ିଆଙ୍କ ପ୍ରାଧାନ୍ୟ ଥିଲା । ଏବେ ହୁଏତ ଆଶ୍ଚର୍ଯ୍ୟ ମନେହୋଇପାରେ ତତ୍କାଳୀନ…

ଚିତ୍ରଲେଖା: ସ୍ୱଳ୍ପାୟୁ କିନ୍ତୁ ପ୍ରଭାବୀ

ଭାଗ-୬ ‘ଚିତ୍ରଲେଖା’ ଏକ ଚଳଚ୍ଚିତ୍ର ପତ୍ରିକା ବୋଲି ପ୍ରକାଶନ ସଂସ୍ଥା ପକ୍ଷରୁ ଘୋଷଣା କରିବା ସତ୍ତ୍ୱେ ଏହାର ଲେଖା ଓ ବିଷୟ ଚୟନରେ ଅଧିକାଂଶରେ ସାହିତ୍ୟ, ଖେଳକୁଦ, ସ୍ୱାସ୍ଥ୍ୟ ଓ କୌତୁକ ଆଧାରିତ  ପ୍ରାଧାନ୍ୟ ପାଇଥିଲା । ଚଳଚ୍ଚିତ୍ର ସମ୍ବନ୍ଧିତ ଲେଖା ଥିଲା କିନ୍ତୁ ତିରିଶ ପ୍ରତିଶତରେ…

ଚିତ୍ରଲେଖା: ଚଳଚ୍ଚିତ୍ର ନିର୍ମାଣ ପାଇଁ ପତ୍ରିକା

ଭାଗ- ୫ ଗତ ଲେଖାରେ ମୁଁ ସ୍ପଷ୍ଟ କରିଥିଲି ଯେ ଓଡ଼ିଶାର ଦ୍ୱିତୀୟ ଚଳଚ୍ଚିତ୍ର ପତ୍ରିକା ଥିଲା ‘କଳାଶ୍ରୀ’ । ବ୍ରହ୍ମପୁରରୁ ପ୍ରକାଶିତ ହେଉଥିବା ସମ୍ବାଦପତ୍ର ‘ନବୀନ’ର ସହଯୋଗୀ ପ୍ରକାଶନ ଭାବରେ ଚଳଚ୍ଚିତ୍ର ପତ୍ରିକା ‘କଳାଶ୍ରୀ’ ଆତ୍ମପ୍ରକାଶ କଲା ୧୯୫୧ ମସିହା ଅଗଷ୍ଟ ମାସରେ । ସେହି ଅଗଷ୍ଟ…

କଳାଶ୍ରୀ: ଚଳଚ୍ଚିତ୍ର କଳାର ସଚ୍ଚୋଟ ସେବକ

ଭାଗ- ୪ ବ୍ରହ୍ମପୁରରୁ ହିଁ ପ୍ରକାଶିତ ହୋଇଥିଲା ଦ୍ୱିତୀୟ ଓଡ଼ିଆ ଚଳଚ୍ଚିତ୍ର ପତ୍ରିକା ‘କଳାଶ୍ରୀ’ । ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ପତ୍ରିକା ‘ସିନେ ଓଡ଼ିଶା’ ପ୍ରକାଶନର ଚାରିମାସ ପରେ । ଅଗଷ୍ଟ ୧୯୫୧ରେ । ପ୍ରଥମ ସଂଖ୍ୟାରେ ହିଁ ‘କଳାଶ୍ରୀ’ ସ୍ୱଷ୍ଟ କଲାଯେ ଚଳଚ୍ଚିତ୍ର କଳାର ସଚ୍ଚୋଟ…

ସିନେ ଓଡ଼ିଶା: ସିନେମାରୁ ସାହିତ୍ୟ

ଭାଗ- ୩ ୧୯୫୧ରେ ‘ସିନେ ଓଡ଼ିଶା’ ପ୍ରକାଶିତ ହେଲା ବେଳକୁ, ସାହିତ୍ୟ ଆଧାରିତ ପତ୍ରିକା ଓଡ଼ିଶାରେ ଅଧିକ ସଂଖ୍ୟାରେ ପ୍ରକାଶିତ ହେଉଛି । ୧୮୭୩ ମସିହାରେ ବାଲେଶ୍ୱରରୁ ପ୍ରକାଶିତ ମାସିକ ‘ଉତ୍କଳ ଦର୍ପଣ’ ପ୍ରଥମ ଓଡ଼ିଆ ସାହିତ୍ୟ ପତ୍ରିକା ଥିଲା । ଓଡ଼ିଆ ପତ୍ରିକା ୧୯୦୬ର ‘ମୁକର’ରୁ ୧୯୧୫ର…

ସିନେ ଓଡ଼ିଶା: ଭିତୀହୀନ ନିରପେକ୍ଷ ଭାବେ

ଭାଗ-୨ ପଚାଶ ଦଶକର ଆରମ୍ଭରେ ଓଡ଼ିଶାରେ ଚଳଚ୍ଚିତ୍ର ପତ୍ରିକା ପ୍ରକାଶନର ଯେଉଁ ପରମ୍ପରା ଆରମ୍ଭ ହେଲା ତାହାର ବୈଶିଷ୍ଟ୍ୟ ଥିଲା ମନୋରଞ୍ଜନ ଜଗତ ସହ ବୃହତ ପାଠକ ବର୍ଗକୁ ଯୋଡ଼ିବା । ସେ ସମୟରେ ଏତକ କରିପାରିବା କିଛି କମ୍ ଦୁଃସାହସିକ ବ୍ୟାପାର ନ ଥିଲା । ସେତେବେଳକୁ ମାତ୍ର ତିନିଟି ଓଡ଼ିଆ…

ମାଟିର ମଣିଷ ଓ ସତ୍ୟଜିତ ରାୟ

ଚିଠିର ସ୍ପଷ୍ଟରେଖକୁ ଆଗ ପଢନ୍ତୁ , ଏହା ମୂଳ ଚିଠିର ଅବିକଳ । ତେବେ କାଗଜ ଚିରି ଥିବାରୁ ଦୁଇଟି ସ୍ଥାନରେ XXX ଚିହ୍ନ ଦେଇଛି । ଏହାକୁ ମୁଁ ଅନୁମାନ କରି ଲେଖି ପାରିଥାନ୍ତି କିନ୍ତୁ ଜାଣିଶୁଣି କଲି ନାହିଁ, ଆପଣମାନେ ଅନୁମାନ କରିପାରିବେ ଓ ଜାଣିପାରିବେ । SATYAJIT RAY 3 LAKE…

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାର ଚର୍ଚ୍ଚା ପ୍ରବାହ

ଆମ ଓଡିଆ ଚଳଚ୍ଚିତ୍ରର ତର୍ଜମା ଧାରା ଓ ଶୈଳୀ ଯେ ବେଶି ପ୍ରଭବୀ ନୁହେଁ ଏକଥା ସ୍ୱୀକାର କରିବାକୁ ଆମେ ବାଧ୍ୟ । ଆଉ ଏକଥା ବି ସ୍ୱୀକାର କରିବାକୁ ବାଧ୍ୟ ଯେ ଓଡ଼ିଆ ଚଳଚ୍ଚିତ୍ର ଅଧିକାଂଶ ଓଡ଼ିଆଙ୍କ ମନରେ ଯେମିତି ବସା ବାନ୍ଧିଛି, ଅନ୍ୟ କେଉଁ ମନୋରଞ୍ଜନର ଭାଗ୍ୟ ସେମିତି ହୋଇନାହିଁ । ତାହା…

ଗୀତ ନିଜ ଭାଗ୍ୟ ନେଇ ନିଜକୁ ତିଆରି କରେ…

ସୂର୍ଯ୍ୟ ଦେଓଙ୍କ ଗୀତ ପଛର ଗପ: ଉଦାସୀ ମୁଁ ବଇଁଶୀ ସୁର ମମ ଝରି କିଛି ଗୀତର ସ୍ୱର ଓ ଗାୟନ ନିଜ ନିଜ ଭାଗ୍ୟ ନେଇ ଆସନ୍ତି । ସେହି ଭାଗ୍ୟକୁ ବଦଳାଇଦେବାର କ୍ଷମତା ନା ସଂଗୀତକାରଙ୍କର ଥାଏ ନା ଗାୟକ/ ଗାୟିକାଙ୍କର । ଯାହାର ଯାହା ଇଚ୍ଛାଥିଲେ ବି ଗୀତ ନିଜ ଭାଗ୍ୟ ନେଇ ନିଜକୁ ତିଆରେ । ତାହା…

‘ଯାଯାବର ମନମୋର’ ସହଜରେ ଆସିଗଲା କିନ୍ତୁ ପର ଲାଇନ୍ ଲେଖିବାକୁ ଦୁଇମାସ ଲାଗିଲା…

ସୂର୍ଯ୍ୟ ଦେଓଙ୍କ ଗୀତ ପଛର ଗପ... ଯାଯାବର ମନ ଯା’ର ଓଡ଼ିଆ ରକ୍ତରେ ଭେଦିଥିବା ଏହି ଗୀତ ପଛର ଗପ ଯେତେ ରୋମାଂଚିତ କରେ, ତାହାଠାରୁ ଅଧିକ ଏହି କଥାଟି ବିହ୍ୱଳ କରେ ଯେ ଯାହାଙ୍କ ମନ ଯାଯାବର, କେବଳ ସେ ହିଁ ରଚି ପାରନ୍ତି ଏମିତି ଇତିହାସ ଏବଂ କେବଳ ସେ ହିଁ କହିପାରନ୍ତି ଏମିତି ଠୋ ପଟାସ…