Latest Odisha News

BREAKING NEWS

ସ୍କୁଲ ବନ୍ଦକୁ ବିରୋଧ କରି ଧାରଣାରେ ଅଭିଭାବକ ଓ ଛାତ୍ରଛାତ୍ରୀ

ସୁବର୍ଣ୍ଣପୁର:   ମାସର ଅଧା ଦିନ ବନ୍ଦ ରହୁଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ମାରାଡୁଗୋଛା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପାଠପଢା । ଏହାକୁ ନେଇ ଅଭିଭାବକ ଓ ପରିଚାଳନା କମିଟି ସଭ୍ୟଙ୍କ ମଧ୍ୟରେ ଅସନ୍ତୋଷ  ଦେଖାଦେଇଛି । ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଅଭିଭାବକ ଓ…

ସତୀଶ ଧାଓ୍ୱନ ଲଞ୍ଚପ୍ୟାଡରୁ ପିଏସଏଲଭି-ସି୫୪ ରକେଟ୍ ସଫଳ ଉତକ୍ଷେପଣ

ଚେନ୍ନାଇ: ଶ୍ରୀହରିକୋଟା ସତୀଶ ଧାଓ୍ୱନ ଲଞ୍ଚପ୍ୟାଡରୁ ପିଏସଏଲଭି-ସି୫୪ ରକେଟ୍ ସଫଳ ଉତକ୍ଷେପଣ । ୯ ସାଟେଲାଇଟ୍ ନେଇ ମହାକାଶକୁ ଗଲା ରକେଟ୍। ଓସିଏନ୍-୩ ସହ ୮ଟି ନାନୋ ସାଟେଲାଇଟକୁ ମିଶାଇ ୧୧୧୭କେଜି ଓଜନ ବହନ କରିଛି ପିଏସଏଲଭି-ସି୫୪। ଏସବୁଗୁଡିକ ଆର୍ଥ ଅବଜରଭେସନ୍ ସାଟେଲାଇଟ୍ ।…

୫୫ ନଂ ଜାତୀୟ ରାଜପଥ ସାମ୍ପ୍ରସାରଣ ସମ୍ପୂର୍ଣ୍ଣ ଦାବିରେ ରାଜପଥ ଅବରୋଧ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଦେଇ ଯାଇଥିବା ୫୫ ନମ୍ୱର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଦାବିରେ ବିଜେଡି କର୍ମୀଙ୍କ ପକ୍ଷରୁ ଚକା ବନ୍ଦ କରାଯାଇଛି । ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବରିଷ୍ଠ ନେତୃ ବୃନ୍ଦମାନେ ଏକାଠି ହୋଇ ୫୫ ନମ୍ବର ଜାତୀୟ…

ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିଲା ଶୀତ । ଆଞ୍ଚଳିକ ପାଣିପାଗ ଦ୍ୱାରା ଗତ ୨୪ ଘଣ୍ଟାରେ ରେକର୍ଡ ତାପମାତ୍ରା ଅନୁସାରେ ୧୯ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ରହିଛି ରାତି ତାପମାତ୍ରା । ସମତଳ ଅଞ୍ଚଳରେ ସର୍ବନିମ୍ୱ ତାପମାତ୍ରା ରହଛି । ସୁନ୍ଦରଗଡ କିରେଇରେ ୯.୫…

୨୬/୧୧ ଆକ୍ରମଣ ଷଡ଼ଯନ୍ତ୍ରକାରୀଙ୍କୁ ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କ ଚେତାବନୀ

ନୂଆଦିଲ୍ଲୀ: ୨୦୦୮ ମସିହା ନଭେମ୍ୱର ୨୬ ତାରିଖରେ ଆତଙ୍କବାଦୀ ଆକ୍ରମଣରେ ଥରିଉଠିଥିଲା ମୁମ୍ୱାଇ । ଆଜି ଏହି ଆକ୍ରମଣକୁ ୧୪ବର୍ଷ ହୋଇଛି । ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଟ୍ୱିଟ କରି ସେ କହିଛନ୍ତିଯେ, ଯେଉଁମାନେ ମୁମ୍ୱାଇ ଆକ୍ରମଣର…

ଆଜି ସମ୍ବିଧାନ ଦିବସ: ବିଶ୍ୱର ବୃହତ୍ ଲିଖିତ ଦସ୍ତାବିଜ୍ ଭାରତୀୟ ସମ୍ୱିଧାନ

ନୂଆଦିଲ୍ଲୀ: ସବୁ ଭାରତୀୟଙ୍କ ପାଇଁ ନଭେମ୍ୱର ୨୬ ତାରିଖ ଖୁବ ଗୁରୁତ୍ୱପୂର୍ଣ୍ଣ । ୧୯୪୯ ମସିହା ଆଜିର ଦିନରେ ଦେଶର ସମ୍ୱିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା। ତେଣୁ ଏହାକୁ ସମ୍ୱିଧାନ ଦିବସ ଭାବେ ଦେଶରେ ପାଳନ କରାଯାଉଛି । ପରେ ୨୬ ଜାନୁଆରୀ ୧୯୫୦ମସିହାରେ ସମ୍ୱିଧାନକୁ ଦେଶରେ ପ୍ରଣୟନ…

ଆଜି ଇସ୍ରୋ ଲଞ୍ଚ କରିବ ପିଏସଏଲଭି-ସି୫୪ ରକେଟ୍

ଚେନ୍ନାଇ: ଆଜି ଇସ୍ରୋ ଲଞ୍ଚ କରିବ ପିଏସଏଲଭି-ସି୫୪ ରକେଟ୍ । ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ୱନ ସ୍ପେସ ସେଣ୍ଟରରୁ ଲଞ୍ଚ୍ ହେବ । ଓସିଏନସାଟ୍-୩ ଓ ୮ ନାନୋ ସାଟେଲାଇଟ୍ ଏହି ରକେଟରେ ଉତକ୍ଷେପଣ ହେବ । ସାଢେ୧୦ଟାରୁ ଆରମ୍ଭ ହେବ ଉତକ୍ଷେପଣ ପ୍ରକ୍ରିୟା । ନାନୋ ସାଟେଲାଇଟ୍ ମଧ୍ୟରୁ ଗୋଟିଏ…

୩ୟ ଦିନରେ ସ୍ୱାଭାବିକ ହେବ କି ଶୀତ ଅଧିବେଶନ!

ଭୁବନେଶ୍ୱର : ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ । ଚାଷୀ ପ୍ରସଙ୍ଗ, ଅର୍ଚ୍ଚନା ନାଗ ହନିଟ୍ରାପ ମାମଲାକୁ ନେଇ ଗତ ଦୁଇ ଦିନ ଧରି ଗୃହ କାର୍ଯ୍ୟ ଠପ୍ ହୋଇଛି । ଆଜି ଗୃହ ସ୍ୱାଭାବିକ ହେବା ନେଇ ଆଶଙ୍କା ରହିଛି । ତେବେ ଆଜି ବିଭିନ୍ନ ବିଭାଗର ପ୍ରଶ୍ନକାଳ  ରିପୋର୍ଟ ଉପସ୍ଥାପନ ହେବା ସହିତ…

ସରକାରଙ୍କ ପ୍ରତିଶ୍ରୁତି ପାଣିର ଗାର: ପ୍ରକଳ୍ପ କାନ୍ଧରେ ବୋହି ଭୁବନେଶ୍ୱରକୁ ପଦଯାତ୍ରା

ଝାରସୁଗୁଡା:  ବିଭିନ୍ନ ସରକାରୀ ପ୍ରକଳ୍ପ ନେଇ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ସରକାର । ହେଲେ ଏଯାଏଁ ତାହ ପୂରଣ ହେଲାନି । ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ପ୍ରତିଶ୍ରୁତି ମନେ ପକାଇ ଦେବା ପାଇଁ ଅଭିନବ ପ୍ରୟାସ । ବାହୁଙ୍ଗାରେ ଶିକା ବାନ୍ଧି ଓ ସେଥିରେ ସେହି ସବୁ ପ୍ରକଳ୍ପଗୁଡିକର…

୬ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

ଅନୁଗୁଳ : ଅନୁଗୁଳରୁ ପୁଣି ଜବତ ହେଲା ଧଳାଜହର। ଖବର ପାଇ ଅବକାରୀ ବିଭାଗ ଚଢାଉ କରି ୬୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଏହା ସହିତ ଜଣେ ବେପାରୀଙ୍କୁ ମଧ୍ୟ ଗିରଫ କରିଛି । ଗିରଫ ବ୍ୟକ୍ତି ଜଣକ ହେଉଛନ୍ତି ନାଲକୋ ନଗର ଥାନା ଅନ୍ତର୍ଗତ ବଳରାମ ପ୍ରସାଦର ସୌଭାଗ୍ୟ ସୁବୁଦ୍ଧି ଓରଫ ସନା ।…