Latest Odisha News

BREAKING NEWS

ଲେଖାଶ୍ରୀଙ୍କ ନାଁରେ ସିଇଓଙ୍କୁ ଫେରାଦ୍ : ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେଉ

ଭୁବନେଶ୍ୱର: ବିଜେପି ମୁଖପାତ୍ର ଡକ୍ଟର ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିରୁଦ୍ଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଆଜି ଫେରାଦ୍ ହୋଇଛି ବିଜେଡି । ଗତକାଲି ଲେଖାଶ୍ରୀ ଏକ ପ୍ରେସ ବିବୃତିରେ ସରକାରୀ ଅଧିକାରୀଙ୍କ ଉପରେ ମିଥ୍ୟା, ଭିତ୍ତିହୀନ ଓ ମନଗଢ଼ା ଅଭିଯୋଗ ଆଣିଥିଲେ । ପଦ୍ମପୁରର ଏକ…

ଅମିତାଭ ବଚ୍ଚନଙ୍କ ସ୍ୱର ଓ ଫଟୋ ବ୍ୟବହାର ମନା

ନୂଆଦିଲ୍ଲୀ: ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ସ୍ୱର, ଫଟୋ ଓ ଡାଏଲଗ୍ ବ୍ୟବହାର ଉପରେ ଲାଗିଲା କଟକଣା । ଦିଲ୍ଲୀ ହାଇକୋର୍ଟ ଦେଇଛନ୍ତି ନିର୍ଦ୍ଦେଶ । ଅନୁମତି ବିନା ବିଗ୍-ବିଙ୍କ ସ୍ୱର ଓ ଫଟୋକୁ ବ୍ୟବହାର କରିବାକୁ ମନା କରିବା ନେଇ ଅମିତାଭ ବଚ୍ଚନ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ । ଅନେକ…

ପୁରୀ ଅନ୍ନପୂର୍ଣ୍ଣା ଥିଏଟରରେ ମନ ମୋହିଲା ମାହାରୀ ନୃତ୍ୟ

ପୁରୀ : ମାହାରୀ ନୃତ୍ୟ ତାଳେ ତାଳେ ଝୁମିଲେ ଦର୍ଶକ । ପୁରୀର ଐତିହାସିକ ଅନ୍ନପୂର୍ଣ୍ଣା ଥିଏଟରରେ ମନ ମୋହିଲା ଓଡ଼ିଶାର ପାରମ୍ପରିକ ନୃତ୍ୟ ଓ ସଙ୍ଗୀତ । ସୁହାଗ ନଳିନୀ ଦାସ ମାହାରୀ ନୃତ୍ୟ ପରିବେଷଣ କରିଥିଲେ । ସେହିପରି ଓଡିଶୀ, ଛାନ୍ଦ, ଚମ୍ପୁ ପରିବେଷଣ କଲେ ନୃତ୍ୟଶିଳ୍ପୀ । ଶାଶ୍ୱତ ଯୋଶୀ ଓ…

ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍

ଅକଲାଣ୍ଡ: ଅକଲାଣ୍ଡରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଛି ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ । ଟସ୍ ଜିତି ଫିଲ୍ଡି ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍ ଦେଇଛି ଭାରତ । ୭ ଓ୍ୱିକେଟ୍ ବିନିମୟରେ ନିର୍ଦ୍ଧାରିତ ଓଭରରେ ଭାରତ ୩୦୬ ରନ୍ କରିପାରିଛି । ଫିନ୍…

ଚାଷୀ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ, ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ବି ଗୃହରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ଗୃହ ମୁଲତବୀ ରହିଛି । ଚାଷୀ ପ୍ରସଙ୍ଗ ନେଇ ମୁହାଁମୁହିଁ ହୋଇଥିଲେ ଶାସକ ଓ ବିରୋଧୀ । ଗୃହ ମଧ୍ୟରେ ପ୍ରବଳ ହଟ୍ଟଗୋଳ କରିବାରୁ ବାଚସ୍ପତି ବିକ୍ରମ…

ଜଳିଗଲା ଝିଅ ବାହାଘରର ସବୁ ଫର୍ଣ୍ଣିଚର ଓ ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ

କାମାକ୍ଷାନଗର: ଝିଅ ବାହାଘର ପାଇଁ ଏକଜୁଟ କରିଥିଲେ ଫର୍ଣ୍ଣିଚର ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ । କିନ୍ତୁ ନିଆଁର ଲେଲିହାନରେ ସବୁ ଜଳି ଛାରଖାର ହୋଇଗଲା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ବାବୁଲି ଦିଆଣି ସର୍ବସ୍ୱାନ୍ତ ହୋଇଛନ୍ତି । ରାତିରେ ଶୋଇଥିବାବେଳେ କୌଣସି…

ଓଡ଼ିଶା ପାଳୁଛି ହକି ଲିଜେଣ୍ଡ୍ ଦିଲ୍ଲୀପ ତିର୍କୀଙ୍କ ଜନ୍ମଦିନ

ଭୁବନେଶ୍ୱର : ଓଡ଼ିଶା ପାଳୁଛି ହକି ଲିଜେଣ୍ଡ ଡ. ଦିଲ୍ଲୀପ ତିର୍କୀଙ୍କ ଜନ୍ମଦିନ । ତାଙ୍କ ଜନ୍ମ ଦିନ ପାଇଁ ରାଜଧାନୀ ଭୁବନେଶ୍ୱର ସମେତ ଜନ୍ମମାଟି ସୁନ୍ଦରଗଡ ଓ ଅନ୍ୟାନ୍ୟ ସ୍ଥାନରେ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ହକି ପ୍ରେମୀ  । ତାଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱରରେ ଏକ ଫଟୋ ସମ୍ମିଳନୀର…

‘ନାଗଫାଶ’ କେଳେଙ୍କାରୀକୁ ନେଇ ଆଜି ବି ଗୃହ ହୋଇପାରେ ହୁଲୁସ୍ତୁଲ

ଭୁବନେଶ୍ୱର : ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନ । ନାଗ ଦମ୍ପତ୍ତିଙ୍କ କଳା କାରନାମା ନେଇ ପ୍ରଥମ ଦିନରେ ଗୃହ ବାରମ୍ବାର ମୁଲତବୀ ରହିଥିଲା । ଆରମ୍ଭରୁ ଭଟ୍ଟା ପଡିଥିବା ବେଳେ ଆଜି ବି ଗୃହରେ ପୁଣି ନାଗ ଝଡ଼ ଉଠିପାରେ । ଅର୍ଚ୍ଚନା ନାଗଙ୍କ ବ୍ଲାକମନି, ମନି ଲଣ୍ଡରିଂ ମାମଲାରେ…

ମୃତ ପ୍ରେମିକା ମଥାରେ ସିନ୍ଦୂର ଦେଇ ପ୍ରେମକୁ କଲେ ଅମର

ଗୌହାଟୀ : ପ୍ରେମ ମାନେନି ଜାତି ଧର୍ମ, ପ୍ରେମ ଦେଖେନି ଧନୀ ଗରୀବ, ପ୍ରେମକୁ ପାଇବାକୁ କିଏ ସାତ ଦରିଆ ପାର୍ ହେଉଛି ତ କିଏ ପ୍ରେମ ପାଇଁ ଜୀବନ ଦେଉଛି । ଦୂରରେ ଥିଲେ ବି ପ୍ରେମ ଶାଶ୍ୱତ । ମୃତ୍ୟୁ ପରେ ବି କିଛି ପ୍ରେମ କାହାଣୀ ଅମର । ଏପରି ନିଚ୍ଛକ ପ୍ରେମର ନିଦର୍ଶନ ଦେଖିବାକୁ ମିଳିଛି ଆସାମ…

କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର : କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୧ହଜାର ଏବଂ ସିଜନାଲ୍ ଶ୍ରମିକ ଓ ପତ୍ର ବନ୍ଧାଳିଙ୍କ ପାଇଁ ୧୫ଶହ ଟଙ୍କା ଘୋଷଣା କରାଯାଇଛି । କେନ୍ଦୁପତ୍ର ଉପରେ ନିର୍ଭର…