Latest Odisha News

BREAKING NEWS

ଆନ୍ଦୋଳନରତ ହାଇକୋର୍ଟ ଓକିଲଙ୍କୁ ସୁପ୍ରିମକୋର୍ଟଙ୍କ ତାଗିଦ୍

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ଆଇନଜୀବୀଙ୍କୁ ସୁପ୍ରିମକୋର୍ଟ ଛାଟ । ଆନ୍ଦୋଳନକୁ ବନ୍ଦ କରି ବୁଧବାରଠାରୁ କାର୍ଯ୍ୟାରମ୍ଭ କରିବାକୁ ଚେତାବନୀ ଦେଇଛନ୍ତି ସୁପ୍ରିମକୋର୍ଟ । ଏପରି ନକରିଥିବା ଆଇନଜୀବୀଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ହେବ  । କେବଳ ସେତିକି ନୁହେଁ, ସେମାନଙ୍କ ଲାଇସେନ୍ସ…

ନେତାଜୀ ଜୟନ୍ତୀ ଜାତୀୟ ଛୁଟି ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀକୁ ଜାତୀୟ ଛୁଟି ଭାବେ ଘୋଷଣା କରିବାକୁ ନେଇ ଦାୟର ମାମଲାକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହାସହିତ ସେଦିନ ପରାକ୍ରମ ଦିବସ ବି ପାଳନ କରାଯିବନି ବୋଲି କହିଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟ କହିଛନ୍ତି, କୌଣସି ଦିବସକୁ ଜାତୀୟ…

ଚିଟଫଣ୍ଡ ମାମଲା; ଆମିକସକ୍ୟୁରୀ ନିଯୁକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଚିଟଫଣ୍ଡ ଠକେଇ ମାମଲାରେ ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ୱାଲଙ୍କୁ ଆମିକସକ୍ୟୁରୀ ଭାବେ ନିଯୁକ୍ତ କଲେ ସୁପ୍ରିମକୋର୍ଟ । ଆଜି ଚିଟଫଣ୍ଡ ଠକେଇ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା । ସିବିଆଇ ସତ୍ୟପାଠ ଦାଖଲ ପାଇଁ ସମୟ ମାଗିଛି । ତେଣୁ ସୁପ୍ରିମକୋର୍ଟ ୨୫ ତାରିଖରେ ସତ୍ୟପାଠ…

ନାମାଙ୍କନ ଦାଖଲ ନକରି ଫେରିଲେ ପ୍ରଦୀପ ପୁରୋହିତ

ପଦ୍ମପୁର: ବରଗଡ଼ ଜିଲ୍ଲାର ପଦ୍ମପୁର ଆସନ ପାଇଁ ଉପନିର୍ବାଚନ ଲାଗି ନାମାଙ୍କନ ଦାଖଲ କଲେନି ପ୍ରଦୀପ ପୁରୋହିତ । ବିଜେପିରୁ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା କରାଯାଇଥିଲା । ପୂର୍ବରୁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲେ ସୁଦ୍ଧା ଆଜି ନାମାଙ୍କନ ଦାଖଲ ନକରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସେ…

ଯନ୍ତ୍ରୀଙ୍କ ସମୁଦି ଘରୁ ନଗଦ ୨୫ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

ଭୁବନେଶ୍ୱର:  ଆରଡବ୍ଲ୍ୟୁଏସ୍ଏସ୍ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ୨୫ ଲକ୍ଷ ଟଙ୍କା ଠାବ ।   ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଉଦଳାଠାରେ ଆରଡବ୍ଲ୍ୟୁଏସ୍ଏସ୍ ରେ କାର୍ଯ୍ୟରତ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ଘରେ ଆଜି ସକାଳୁ  …

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ୮ଟି ସ୍ଥାନରେ ଚଢାଉ

ଭୁବନେଶ୍ୱର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲା ଉଦଳାଠାରେ ଆରଡବ୍ଲ୍ୟୁଏସ୍ଏସ୍ ରେ କାର୍ଯ୍ୟରତ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ୮ଟି ଠିକଣାରେ ରେଡ୍ କରୁଛି ଭିଜିଲାନ୍ସ । ଜଣେ ଆଡିସନାଲ ଏସପି, ୮ ଜଣ ଡେପୁଟୀ ଏସପି, ୫…

‘ରାଜୀବ ଗାନ୍ଧୀଙ୍କ ହତ୍ୟା ଷଡ଼ଯନ୍ତ୍ରରେ ସାମିଲ ନଥିଲି’ : ନଳିନୀ ଶ୍ରୀହରନ

ନୂଆଦିଲ୍ଲୀ: ‘ବିସ୍ଫୋରଣରେ ମୋର କୌଣସି ଭୂମିକା ନଥିଲା, ରାଜୀବ ଗାନ୍ଧୀଙ୍କ ହତ୍ୟା ଷଡ଼ଯନ୍ତ୍ରରେ ସାମିଲ ନଥିଲି’ । ଜେଲରୁ ମୁକ୍ତ ହେବା ପରେ ଏପରି କହିଛନ୍ତି  ନଳିନୀ ଶ୍ରୀହରନ । ନିଜ ସ୍ୱାମୀଙ୍କ କିଛି ବନ୍ଧୁଙ୍କ ସହିତ ପରିଚିତ ଥିବାରୁ ଓ ସେମାନଙ୍କ ସହିତ ରାଜୀବ ଗାନ୍ଧୀଙ୍କ ଗସ୍ତ ସ୍ଥାନରେ…

ଇସ୍ତାନବୁଲ ବିସ୍ଫୋରଣରେ ୬ମୃତ, ସନ୍ଦିଗ୍ଧ ଗିରଫ

ଇସ୍ତାନବୁଲ: ଇସ୍ତାନବୁଲରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହ । ଜନଗହଳିପୂର୍ଣ୍ଣ ରାସ୍ତାରେ ଭୟଙ୍କର ବିସ୍ଫୋରଣରେ ୬ଜଣଙ୍କ ମୃତ୍ୟୁ ହୋଇଛି ଓ ୫୩ ଜଣ ଆହତ ହୋଇଛନ୍ତି । ରାଷ୍ଟ୍ରପତି ତାଇପ ଇର୍ଦୋଗାନ୍ ଏହା ଏକ ଆତଙ୍କବାଦୀ ଆକ୍ରମଣ ହୋଇଥାଇପାରେ ବୋଲି ସନ୍ଦେହ କରିଛନ୍ତି । ସେପଟେ ଉପରାଷ୍ଟ୍ରପତିଙ୍କ…

୪ଦିନିଆ ଫ୍ରାନ୍ସ ଗସ୍ତରେ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ

ନୂଆଦିଲ୍ଲୀ : ଫ୍ରାନ୍ସକୁ ୪ଦିନିଆ ଗସ୍ତରେ  ଯାଇଛନ୍ତି ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ । ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା ସମ୍ୱନ୍ଧକୁ ଆହୁରି ସୁଦୃଢ କରିବା ଲକ୍ଷ୍ୟରେ ସେ ଫ୍ରାନ୍ସ ଯାଇଛନ୍ତି । ସେଠାରେ ସେ ୧୭ ତାରିଖ ଯାଏଁ ରହିବେ । ଫ୍ରାନ୍ସର ବରିଷ୍ଠ ସେନା ଅଧିକାରୀଙ୍କ ସହିତ…

ପଦ୍ମପୁର: ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ ଦାଖଲ କରିବେ

ଭୁବନେଶ୍ୱର: ଆଜି ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ ପ୍ରଦୀପ ପୁରୋହିତ । ତିନି ପ୍ରମୁଖ ଦଳ ମଧ୍ୟରୁ ବିଜେପି ପ୍ରଥମେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ୧୨ ତାରିଖରେ ଦଳ ପ୍ରଦୀପଙ୍କୁ ପ୍ରାର୍ଥୀ କରିବ ବୋଲି ଘୋଷଣା କରିଥିଲା । ଆଜି ନାମାଙ୍କନ ଦାଖଲ ନେଇ ଦଳ…