Latest Odisha News

BREAKING NEWS

ଆଜି ଶିଶୁ ଦିବସ; ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ୧୩୩ତମ ଜୟନ୍ତୀ

ନୂଆଦିଲ୍ଲୀ: ଆଜି ଶିଶୁ ଦିବସ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଜୟନ୍ତୀ । ଚଳିତବର୍ଷ ପୂରା ଦେଶ ତାଙ୍କର ୧୩୩ତମ ଜୟନ୍ତୀ ପାଳନ କରୁଛି । ଜବାହରଲାଲ ନେହେରୁ ଶିଶୁମାନଙ୍କୁ ଖୁବ ଭଲ ପାଉଥିଲେ । ତେଣୁ ତାଙ୍କୁ ଶିଶୁମାନେ 'ଚାଚା ନେହେରୁ' ଡାକୁଥିଲେ । ଶିଶୁ…

ଆନ୍ଧ୍ରପ୍ରଦେଶକୁ ୧୦,୫୦୦ କୋଟିର ଭେଟି ଦେଲେ ପ୍ରଧାନମନ୍ତ୍ରୀ

ବିଶାଖାପାଟନମ୍ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ବିଶାଖାପାଟନମ ଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କରି ୧୦,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପକୁ  ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ବିପ୍ଳବ ଭେରୁଦୁ ଆଲୁରୁ ସୀତାରାମରାଜଙ୍କ ୧୨୫ ତମ ଜନ୍ମ ବାର୍ଷିକୀରେ ସେ…

ଅଖିଳ ଗିରିଙ୍କ ୟୁ-ଟର୍ଣ୍ଣ; ଇସ୍ତଫା ଦାବି କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ ମାମଲାରେ ବିଜେପି ପକ୍ଷରୁ ଜୋରଦାର ବିରୋଧ ହୋଇଛି । ମମତା ବାନାର୍ଜିଙ୍କ ସରକାରରେ ମନ୍ତ୍ରୀ ଥିବା ଅଖିଳ ଗିରିଙ୍କ ମନ୍ତବ୍ୟ ଆପତ୍ତିଜନକ ଓ ଅତ୍ୟନ୍ତ ନିନ୍ଦନୀୟ । ତାଙ୍କୁ ତୁରନ୍ତ ପଦତ୍ୟାଗ କରିବା ଉଚିତ ବୋଲି କହିଛନ୍ତି କେନ୍ଦ୍ର…

ବିଜେଡି ରାଜ୍ୟ ସମ୍ପାଦକ ହେଲେ ରାଜୁ ଘିବେଲା

ଭୁବନେଶ୍ୱର : ବରଗଡ ଜିଲ୍ଲା ପଦ୍ମପୁରର ରାଜୁ ଘିବେଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ଦଳ ପକ୍ଷରୁ ନିଯୁକ୍ତି ପାଇଛନ୍ତି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଘିବେଲାଙ୍କୁ ଦେଇଛନ୍ତି ଦଳରେ ଗୁରୁତ୍ୱପୂର୍ଣ୍ଣ ପଦ । ଏନେଇ ଦଳ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ତୁରନ୍ତ ଏହି…

ପଦ୍ମପୁର ପାଇଁ ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର : ଜୋର ଧରିଲାଣି ପଦ୍ମପୁର ବିଧାନସଭା ଉପନିର୍ବାଚନ ତାତି । ବିଜେପି ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିବେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ । ଦଳ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ଘୋଷଣା ହୋଇଛି । ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ବାକି ରହିଛି ।…

ଖଗେଶ୍ୱରଙ୍କୁ ୨ୟ ଦିନରେ ଜେରା, କାଲି ଦିଲ୍ଲୀରେ ବସିବ ଏସ୍ଆଇଟି ମିଟିଂ

ଭୁବନେଶ୍ୱର: ଅର୍ଚ୍ଚନା ନାଗଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ଆଜି ଦ୍ୱିତୀୟ ଦିନରେ ବି ଜେରା କରିବ ଇଡି । ଏସଆଇଟି ମଧ୍ୟ ଏହି ମାମଲାର ତଦନ୍ତ କରିବ । ଏନେଇ ଏସଆଇଟିକୁ ସମସ୍ତ ତଥ୍ୟ ଦେଇଛି  ଇଡି । ଆସନ୍ତାକାଲି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ବୈଠକ ଦିଲ୍ଲୀରେ…

ରାଷ୍ଟ୍ରପତିଙ୍କୁ ତାତ୍ସଲ୍ୟ କରି ଅଡୁଆରେ ଟିଏମସି ନେତା

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି ଅଡୁଆରେ ପଡିଛନ୍ତି ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି । ଏପରି ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଅଖିଳ ଗିରି ନନ୍ଦିଗ୍ରାମରେ ଏକ ରାଲିରେ ଭାଷଣ ଦେଉଛନ୍ତି । ରାଷ୍ଟ୍ରପତିଙ୍କ ରଙ୍ଗ, ରୂପକୁ ନେଇ ସେ ଅତି କୁତ୍ସିତ…

ନଭେମ୍ୱର ୧୫ରେ ମହାକାଶକୁ ଯିବ ଭାରତର ପ୍ରଥମ ଘରୋଇ ରକେଟ୍

ଶ୍ରୀହରିକୋଟା: ଭାରତର ପ୍ରଥମ ଘରୋଇ ରକେଟ୍ ବିକ୍ରମ-ଏସ୍ । ଆଉ ମାତ୍ର ଦୁଇ ଦିନ ପରେ ନଭେମ୍ୱର ୧୫ ତାରିଖରେ ଏହାକୁ ମହାକାଶକୁ ପ୍ରେରଣ କରାଯିବ  । ହାଇଦ୍ରାବାଦର ଅନ୍ତରୀକ୍ଷ ଷ୍ଟାର୍ଟଅପ୍ ସ୍କାଏରୁଟ୍ ଏରୋସ୍ପେସ୍ ଗତକାଲି ଏନେଇ ଘୋଷଣା କରିଛି । ଏହି ମିଶନର ନାଁ ରହିଛି ‘ପ୍ରାରମ୍ଭ’ । ୩…

୬୮ ବିଧାନସଭା ଆସନ ପାଇଁ ହିମାଚଳପ୍ରଦେଶରେ ଭୋଟିଂ ଆରମ୍ଭ

ସିମଲା: ଆରମ୍ଭ ହେଲା ହିମାଚଳ ପ୍ରଦେଶ ଭୋଟିଂ । ଆଜି ହିମାଚଳ ପ୍ରଦେଶର ୬୮ ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ସକାଳ ୮ଟାରୁ ଭୋଟିଂ ଆରମ୍ଭ ହୋଇଛି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ହେବ । ୪୧୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୫୫ ଲକ୍ଷରୁ ଅଧିକ ଭୋଟର । ସେଥିରୁ ୨୪ ଜଣ ମହିଳା…

କର୍ମଚାରୀଙ୍କୁ ଏଲନ୍ ମସ୍କଙ୍କ ଚେତାବନୀ, ୮୦ଘଣ୍ଟା କର୍ମ ସପ୍ତାହ ବାଧ୍ୟତାମୂଳକ

ସାନ୍ ଫ୍ରାନ୍ସିସ୍କୋ : ଟ୍ୱିଟର କର୍ମଚାରୀଙ୍କୁ ସିଇଓ ଏଲନ୍ ମସ୍କଙ୍କ ଚେତାବନୀ ।  ସୋସିଆଲ ମିଡିଆ ଦୁନିଆରେ ରାଜ୍ କରୁଥିବା ଟ୍ୱିଟର ବ୍ୟବହାର ପାଇଁ ବାରମ୍ବାର କମ୍ପାନୀ ଚାର୍ଜ ଲଗାଇବାକୁ ଘୋଷଣା କରିସାରିଛି । ଏହା ସହିତ କର୍ମଚାରୀଙ୍କୁ ଚାକିରୀର ସମୟ ନିର୍ଘଣ୍ଟ ବଢାଇବାକୁ କହିଛନ୍ତି ।  …