Latest Odisha News

BREAKING NEWS

ଡବଲ ମର୍ଡର କେସ୍ : ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି

ରାୟପୁର : ଡବଲ ମର୍ଡର ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି । ତଳକୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଲେ ଛତିଶଗଡ଼ ହାଇକୋର୍ଟ । ହାଇକୋର୍ଟରେ  କ୍ରିମିନାଲ ଅପିଲ ମାମଲା ଶେଷ ଯାଏ ଲାଗିଲା ରୋକ୍  ।  ଅନୁପ ସାଏଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଥିଲେ…

ଓଡ଼ିଶାର ତିନି ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ହାତରୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ତିନି ଜଣ । ନର୍ସ ଖୁଲଣା ବାରିକ ଓ ନର୍ସ ଶିବାନୀ ଦାସ ଏବଂ ଏଏନ୍ଏମ୍ ଦମୟନ୍ତୀ ରାଉତ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି । ୨୦୨୧ ପାଇଁ ସେମାନଙ୍କୁ ଏହି…

ଗର୍ଭଗୃହକୁ ଯିବେ ଓ ମହାପ୍ରସାଦ ସେବନ କରିବେ ରାଷ୍ଟ୍ରପତି

ପୁରୀ : ଆସନ୍ତା ୧୦ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଆସି ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।…

ଆସନ୍ତାକାଲି ଚଳିତବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର : ଆସନ୍ତାକାଲି ଚଳିତବର୍ଷର ଶେଷ ଚନ୍ଦ୍ରଗ୍ରହଣ । ଅପରାହ୍ନ ୨ଟା ୩୮ ମିନିଟରେ ଗ୍ରହଣ ସ୍ପର୍ଶ ହେବ । ସନ୍ଧ୍ୟା ୫ଟା ୧୧ରୁ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇ ୬ଟା୧୮ ମିନିଟରେ ଗ୍ରହଣ ସର୍ବମୋକ୍ଷ ହେବ । ମୋଟ ୧ଘଣ୍ଟା ୧୨ ମିନିଟ ୪୮ ସେକେଣ୍ଡ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହେବ । ଦେଶସାରା…

ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକ ଶୁକ୍ଲ ଚର୍ତୁଦ୍ଦଶୀ ତିଥି ।  ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଆଜି ସକାଳେ ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ…

ଖଣି ଦୁର୍ନୀତି ସମ୍ପର୍କିତ ହେମନ୍ତ ସୋରେନଙ୍କ ପିଟିସନ୍ ଗ୍ରହଣ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି । ତାଙ୍କ ନାଁରେ ଖଣି ଖନନ ଦୁର୍ନୀତି ସମ୍ପର୍କିତ ମାମଲାକୁ ଚ୍ୟାଲେଞ୍ଜ କରି ସେ ସୁପ୍ରିମକୋର୍ଟରେ ପିଟିସନ ଦାୟର କରିଥିଲେ । ଏହାର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଗତ ସପ୍ତାହରେ…

ହବିଷ୍ୟାଳୀଙ୍କୁ ମାଡ଼ ଘଟଣାରେ ହାବିଲଦାର ନିଲମ୍ୱିତ

ପୁରୀ: ହବିଷ୍ୟାଳୀଙ୍କୁ ମାଡ଼ ଘଟଣାରେ ଅଭିଯୁକ୍ତ ହାବିଲଦାର ପ୍ରଶାନ୍ତ ଦଳେଇଙ୍କୁ ନିଲମ୍ୱନ କରିଛନ୍ତି ଏସ୍.ପି କନଓ୍ୱର ବିଶାଲ ସିଂ । ତେବେ ଏହି ଘଟଣାରେ ଅଧିକ ତଦନ୍ତ ହେବ ବୋଲି ସେ ସୂଚନା ଦେଇଛନ୍ତି । ସେପଟେ ଆହତ ହବିଷ୍ୟାଳୀ ମାଧୁରୀ ଦାଶଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି ।…

ଶ୍ରୀମନ୍ଦିରରେ ପୋଲିସ ମାଡ଼ରେ ମହିଳାଙ୍କ ମୁଣ୍ଡ ଫାଟିଲା

ପୁରୀ: କାର୍ତ୍ତିକ ମାସର ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ । ଭକ୍ତଙ୍କ ଗହଳି ଭିତରେ ଜଣେ ହବିଷ୍ୟାଳୀଙ୍କୁ ଆକ୍ରମଣ କରିଛି ପୁଲିସ । ମନ୍ଦିର ପରିସର ଭିତରେ ମହିଳାଙ୍କୁ ମାଡ଼ ମାରି ମୁଣ୍ଡ ଫଟାଇ ଦେଇଛନ୍ତି ସମ୍ପୃକ୍ତ ପୋଲିସ କର୍ମଚାରି । ଆହତ ମହିଳାଙ୍କୁ ପୁରୀ ଡାକ୍ତରଖାନାରେ…

ପଦ୍ମପୁର ପାଇଁ ପ୍ରସ୍ତୁତି ଆରମ୍ଭ, ସିଇଓଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର : ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନ ପାଇଁ ଆସନ୍ତା ୫ ତାରିଖରେ ଉପନିର୍ବାଚନ ହେବ । ଏଥିପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଗତକାଲି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରସ୍ତୁତି ବୈଠକ କରିଥିଲେ । ଏହି ବୈଠକରେ ଭର୍ଚୁଆଲ ମୋଡରେ ଉପସ୍ଥିତ ଥିଲେ । ବରଗଡ…

ଯାଜପୁରରେ ବିଜୟ ଉତ୍ସବ ପାଳିଲେ ବିଜେପି କର୍ମୀ  

ଧାମନଗର : ଧାମନଗର ଉପନିର୍ବାଚନରେ ବିଜେପିର ବିଜୟ ପରେ ଯାଜପୁରରେ ବିଜୟ ଉତ୍ସବ ପାଳିଲେ ବିଜେପି କର୍ମୀ । ବିଜେପିର ଯୁବ କର୍ମୀ ମାନେ ଏକତ୍ରିତ ହୋଇ ପରସ୍ପରକୁ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ। ସେହିପରି ଏହି ବିଜୟ ଉତ୍ସବରେ ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ, ସଂଗ୍ରାମ ପାତ୍ର…