Latest Odisha News

BREAKING NEWS

ଦେଶର ୪୦ ରେଳଷ୍ଟେସନର ନବୀକରଣ କାମ ଜାରି, ୧୪ଟି ପାଇଁ ଟେଣ୍ଡର

ନୂଆଦିଲ୍ଲୀ: ରେଳଯାତ୍ରୀଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦେବା ପାଇଁ ଭାରତୀୟ ରେଳଓ୍ୱେ ବିଭିନ୍ନ ସମୟରେ ନୂଆ ନୂଆ ପ୍ରୟାସ କରିଆସୁଛି । ରେଳଷ୍ଟେସନରେ ଯେପରି ଯାତ୍ରୀମାନଙ୍କୁ କୌଣସି ଅସୁବିଧା ନହୁଏ, ସେଥିପାଇଁ ଭାରତୀୟ ରେଲଓ୍ୱେ ଆରମ୍ଭ କରିଛି ଷ୍ଟେସନ ନବୀକରଣ କାର୍ଯ୍ୟ । ୪୦ଟି…

ଧାମନଗର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୫୨.୧୩% ମତଦାନ

ଧାମନଗର : ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ଏନେଇ ସିଇଓଙ୍କ ଅଫିସରୁ ସୂଚନା ପ୍ରଦାନ କରାଯାଇଛି । ଲୋକେ ନିଜର ମନପସନ୍ଦର ପ୍ରାର୍ଥୀ ଚୟନ ପାଇଁ ଭୋଟ୍ ଦେବା ଜାରି ରଖିଛନ୍ତି । ତେବେ ରାମେଶ୍ୱରପୁର ୧୬୯ ଓ ୧୭୦…

୧ଟା ସୁଦ୍ଧା ୩୮.୭୫% ଭୋଟ୍ ରେକର୍ଡ, ବୁଥ୍ ରିଗିଂ ଅଭିଯୋଗ

ଧାମନଗର : ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ଅପରାହ୍ନ ୧ଟା ସୁଦ୍ଧା ୩୮.୭୫ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ଏନେଇ ସିଇଓଙ୍କ ଅଫିସରୁ ସୂଚନା ପ୍ରଦାନ କରାଯାଇଛି । ଲୋକେ ନିଜର ମନପସନ୍ଦର ପ୍ରାର୍ଥୀ ଚୟନ ପାଇଁ ଭୋଟ୍ ଦେବା ଜାରି ରଖିଛନ୍ତି । କେତେକ ସ୍ଥାନରେ ବୁଥ୍ ରିଗିଂ…

ଲାଲ୍ କିଲ୍ଲା ଆକ୍ରମଣକାରୀ ଅଶଫାକକୁ ଫାଶୀ ନିର୍ଦ୍ଦେଶ ବଳବତ୍ତର

ନୂଆଦିଲ୍ଲୀ: ଲସ୍କର-ଏ-ତୋଇବା ସଂଗଠନର ଆତଙ୍କବାଦୀ ମହମ୍ମଦ ଆରିଫ ଓରଫ୍ ଅଶଫାକକୁ ମିଳିବ ଫାଶୀ । ଫାଶୀ ରାୟର ପୁନର୍ବିଚାର ଆବେଦନ ଖାରଜ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ୨୨ ସେପ୍ଟେମ୍ୱର ୨୦୦୦ ମସିହାରେ ଲାଲ୍ କିଲ୍ଲା ଉପରେ ଆକ୍ରମଣ କରିଥିଲା ଅଶଫାକ୍  । ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କ…

ମୁଲାୟମଙ୍କୁ ଭାରତ ରତ୍ନ ଦେବା ପାଇଁ ରାଷ୍ଟ୍ରପତି ଓ ପିଏମଙ୍କୁ କଂଗ୍ରେସ ନେତାଙ୍କ ଚିଠି

ମୁମ୍ୱାଇ: ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନ ଦେବାକୁ ମହାରାଷ୍ଟ୍ର କଂଗ୍ରେସ ନେତା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି । ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ (ମରଣୋତ୍ତର) ପ୍ରଦାନ…

୧୧ଟା ସୁଦ୍ଧା ୨୨.୩୬ ପ୍ରତିଶତ ମତଦାନ

ଧାମନଗର: ଭଦ୍ରକ ଧାମନଗର ନିର୍ବାଚନଣ୍ଡଳୀ ପାଇଁ ମତଦାନ ଜାରି ରହିଛି ।  ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨.୩୬ ପ୍ରତିଶତ ମତ ଦାନ ହୋଇଛି । ଆରମ୍ଭରୁ ୫ଟି ବୁଥରେ ସାମାନ୍ୟ ତ୍ରୁଟି ଥିଲା, ତେବେ ପରେ ସବୁ ଠିକ୍ ଠାକ୍ ଚାଲିଛି ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ଆଜି ବାଜିବ ଗୁଜରାଟ ବିଗୁଲ୍

ଗୁଜରାଟ: ବାଜିବ ଗୁଜରାଟ ବିଗୁଲ୍ । ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା । ମଧ୍ୟାହ୍ନରେ ନିର୍ବାଚନ କମିଶନ କରିବେ ପ୍ରେସମିଟ । ଆଜି ତାରିଖ ଘୋଷଣା ନେଇ ପୂର୍ବରୁ ନିର୍ବାଚନ କମିଶନ ପ୍ରେସମିଟ୍ ଜରିଆରେ ସୂଚନା ଦେଇଥିଲେ । ଏଥର ବି ୨ଟି ପର୍ଯ୍ୟାୟରେ ନିର୍ବାଚନ…

ଧାମନଗର: ମତସାବ୍ୟସ୍ତ କଲେ ପ୍ରାର୍ଥୀ

ଧାମନଗର: ଧାମନଗରରେ ଚାଲିଛି ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ। ଧାମନଗର ନିର୍ବାଚନମଣ୍ଡଳୀର କାପଡାର ୭୮ ନମ୍ବର ବୁଥରେ ବିଜେଡି ପ୍ରାର୍ଥୀନୀ ଅବନ୍ତି ଦାସ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ସେହିପରି ତିହିଡି କାପଡାର ୭୫ ନମ୍ବର ବୁଥରେ ସ୍ଵାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ…

ଭୋଟ୍ ଦେଉଛି ଧାମନଗର; ସକାଳ ୯ ସୁଦ୍ଧା ୧୦.୨୫%

ଧାମନଗର : ଧାମନଗର ଉପନିର୍ବାଚନ ପାଇଁ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟ୍‌ ଗ୍ରହଣ । ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଧାମନଗର ନିର୍ବାଚନମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ ଜଣ ଭୋଟର ଆଜି ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧…

ଚାଷ ଜମିରେ ଯୁବକଙ୍କୁ ଦଳିଦେଲା ଦନ୍ତା

କାମାକ୍ଷାନଗର : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବସୁଲେଇ ଗାଁରେ ହାତୀ ଆତଙ୍କ । ୩୩ ଟି ହାତୀକୁ ଦେଖି ଗାଁଲୋକେ ଛାନିଆ । ଏହାସହ ଚାଷ ଜମିରେ ଜଣେ ଯୁବକଙ୍କୁ ଦଳି ଦେଇଛି ଦନ୍ତା । ମୃତ ଯୁବକ ଜଣକ ବସୁଲେଇ ଗାଁର ରାମ ବେହେରା । ରାମ ନିଜ ଘର…