ଦିଅଁକୁ ଜ୍ୱର !
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୌରାଣିକ କାହାଣୀ ଓ କଥାବସ୍ତୁ: ଶ୍ରୀଜଗନ୍ନାଥ କଥାମୃତ
ଆମେ ଜାଣିଛେ ସବୁବେଳେ ମଣିଷମାନଙ୍କୁ ହିଁ ଜର, ରୋଗ, ବ୍ୟାଧି ହୁଏ ବୋଲି, ହେଲେ ଦିଅଁଦେବତା ମାନେ ଯେ କେବେ ଜରରେ ପଡନ୍ତି ଏକଥା ଆମେ ଜାଣୁନା । ଲୋକେ କୁହନ୍ତି, ଦେବତାମାନଙ୍କର ଗୋଡ଼ ତଳେ ଲାଗେନା, ସେ କେବେ…