Russian President :ଆଜି ଭାରତ ଆସୁଛନ୍ତି ଋଷ୍ ରାଷ୍ଟ୍ରପତି ପୁଟିନ୍, ଭାରତ ସହ କରିପାରନ୍ତି ବଡ଼ ଡ଼ିଲ୍!
ନୂଆଦିଲ୍ଲୀ: ଆଜି ଭାରତ ଆସୁଛନ୍ତି ଋଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଆଜିଠୁ ୨ ଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ୨ ଦେଶ ମଧ୍ୟରେ ବେସାମରିକ ଆଣବିକ ସହଯୋଗ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହେବାକୁ ଯାଉଛି।ସେ ପ୍ରାୟ…