A grand ceremony: ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ଉପଲକ୍ଷେ ବିଶାଳ ସମାରୋହ ଅନୁଷ୍ଠିତ
ଭୁବନେଶ୍ବର: ଆଜି ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ । ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ ହୋଇଛି। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ହୋଇଥିଲା ବିଶାଳ ସମାରୋହ ।…