ଭୁବନେଶ୍ୱର: ଆଗକୁ ଆସୁଛି ଓଡ଼ିଆ ଫିଲ୍ମ ‘ଅନ୍ତର୍ଯ୍ୟାମୀ’ । ଏଥିରେ ଓଲିଉଡ୍ର ଚକୋଲେଟ୍ ବୟ ବାବୁସାନ ମହାନ୍ତି ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଏହି ଫିଲ୍ମଟି ଓଡ଼ିଆ, ତେଲୁଗୁ, ତାମିଲ, ମାଲୟାଲାମ୍ ଓ କନ୍ନଡ ଆଦି ୬ଟି ଭାଷାରେ ନିର୍ମିତ ହୋଇଛି । ଏଥିରେ ବାବୁସାନଙ୍କ ବିପକ୍ଷରେ ନାୟିକ ସାଜିଛନ୍ତି ବେଦବିକା । ଅନ୍ୟମାନଙ୍କ ଶ୍ରୀତମ ଦାସ ଓ ତେଲୁଗୁ ସିନେ ଇଣ୍ଡଷ୍ଟ୍ରିର କସ୍ତୁରୀ ଶଙ୍କରଙ୍କୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିଛି । ଏଥିରେ ଶିବ ସତ୍ୟମ୍ ନିର୍ଦ୍ଦେଶନା ଦେଇଥିବା ବେଳେ ପ୍ରଯୋଜନା କରିଛନ୍ତି ଅମ୍ରିତ ନିସାଦ ଓ ଅଭିରାମ । ନିକଟରେ ଏହାର ପୋଷ୍ଟର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ‘ଦମନ’ର ନିର୍ଦ୍ଦେଶକ ଦେବୀ ପ୍ରସାଦ ଲେଙ୍କା ଏବଂ ଅଭିନେତ୍ରୀ ଶୀତଲ ଯୋଗ ଦେଇଥିଲେ । ଫିଲ୍ମ ‘ଦମନ’ର ସଫଳତା ପରେ ଏହି ଫିଲ୍ମ ଲୋକଙ୍କ ଆଦୃତ ହେବ ହେବ ବୋଲି ପ୍ରଯୋଜନା ସଂସ୍ଥା ଆଶା ରଖିôଛିି ।
BREAKING NEWS
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
- ବାବ୍-ଅଲ୍-ମାଣ୍ଡେବ ପ୍ରଣାଳୀ ବନ୍ଦ ହେଲେ କେଉଁ ଜିନିଷର ଅଭାବ ରହିବ? ଭାରତକୁ କେତେ ପ୍ରଭାବିତ କରିବ..
- Customs Duty Exemption on Petrochemical: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋକେମିକାଲ୍ ଉତ୍ପାଦ ଉପରୁ ସୀମା ଶୁଳ୍କ ଛାଡ଼
- ଚୌଦ୍ବାର ଜେଲରୁ ଫେରାର୍ ଦ୍ବିତୀୟ କଏଦୀ ଗିରଫ
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
Comments are closed.