ଅଲଭର: ବିଶ୍ୱାସ ନ ହେଲେ ବି ସତ୍ୟ । ଅତ୍ୟାଧୂନିକ ଚିକିତ୍ସା ବ୍ୟବସ୍ଥା ଏବଂ ବିଶ୍ୱାସ ବଳରେ ରାଜସ୍ଥାନର ଚନ୍ଦ୍ରାବତୀ ୭୦ ବର୍ଷ ବୟସରେ ମାଆ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ଗୋପୀଚାନ୍ଦ (୭୫ ବର୍ଷ)ଏବଂ ଚନ୍ଦ୍ରାବତୀ ୫୪ ବର୍ଷ ତଳେ ବିବାହ କରିଥିଲେ । ଗୋପୀଚାନ୍ଦ ଜଣେ ପୂର୍ବତନ ସୈନିକ ଥିଲେ ଏବଂ ବାଂଲାଦେଶ ଯୁଦ୍ଧ ସମୟରେ ତାଙ୍କ ଗୋଡରେ ଗୁଳି ବାଜିଥିଲା । ସମସ୍ତ ଉଦ୍ୟମ ସତ୍ୱେ ସେମାନେ ସନ୍ତାନ ସୁଖ ପାଇପାରି ନ ଥିଲେ । ଶେଷରେ ଡାକ୍ତର ପଙ୍କଜ ଗୁପ୍ତାଙ୍କ ପରାମର୍ଶରେ ସେମାନେ ଆଇଭିଏଫ ମାଧ୍ୟମରେ ଉଦ୍ୟମ କରିଥିଲେ । ଭଗବାନ ସେମାନଙ୍କ ଡାକ ଶୁଣିଥିଲେ ଏବଂ ଶେଷରେ ଚନ୍ଦ୍ରାବତୀ ମାଆ ହୋଇଥିଲେ । ଗୋପୀଚାନ୍ଦ ମଧ୍ୟ ବଂଶ ରକ୍ଷା ହେଇଯିବା ନେଇ ବେଶ ଖୁସି ଥିଲେ କାରଣ ସେ ତାଙ୍କ ବାପା ମାଆଙ୍କର ଏକମାତ୍ର ସନ୍ତାନ ଥିଲେ । ମାଆ ଏବଂ ଶିଶୁ ସୁସ୍ଥ ଥିବା ଡାକ୍ତର କହିଛନ୍ତି ।
BREAKING NEWS
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
Comments are closed.