ଭୁବନେଶ୍ବର : ବହୁ ଚର୍ଚ୍ଚିତ ରସୁଲଗଡ଼ ବଚନସୁଧା ହତ୍ୟାକାଣ୍ଡ ମାମଲାରେ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଦଣ୍ଡ ରାୟ ଶୁଣାଣି କରିଛନ୍ତି । ଗତ ୨୦୧୩ ଅଗଷ୍ଟ ୧୧ ତାରିଖରେ ବଚନସୁଧା ପଟ୍ଟନାୟକଙ୍କୁ ବୀଭତ୍ସ ହତ୍ୟା କରିଥିଲା ସୁରକ୍ଷାକର୍ମୀ ଦୀପ୍ତି ରଞ୍ଜନ ପଟ୍ଟନାୟକ । ହତ୍ୟାକାରୀ ନାମରେ ୩୦୨, ୪୫୪, ୩୯୪ ଆଇପିସି ଧାରାରେ ମାମଲା ରୁଜୁ ହୋଇଥିଲା । ୧୮ ଜଣ ସାକ୍ଷ୍ୟ ପ୍ରମାଣ ସହ ୪୮ଟି ଘଟଣାସ୍ଥଳରେ ମିଳିଥିବା ସାମଗ୍ରୀକୁ ଅନୁଧ୍ୟାନ କରିବା ସହ କୋର୍ଟ ହତ୍ୟାକାରୀ ଦୀପ୍ତିରଞ୍ଜନକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ହତ୍ୟା ପଛରେ ଚୋରି କରିବା ମୁଖ୍ୟ ଉଦ୍ଦେଶ୍ୟ ଥିଲାସରକାରୀ ଓକିଲ କୋର୍ଟରେ ସୂଚନା ଦେଇଛନ୍ତି ।
BREAKING NEWS
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

Comments are closed.