ମୁମ୍ବାଇ:ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ବଲିଉଡ ସିଙ୍ଗର ତଥା ର୍ୟାପର ବାଦଶାହ । ପଂଜାବ ଲୁଧିଆନାଠାରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏଥିରୁ ବାଦ୍ଶାହ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସେ ପୁରାପୁରି ସୁରକ୍ଷିତ ଥିବା ଜଣାପଡିଛି । ତେବେ ଦୁର୍ଘଟଣାରେ ତାଙ୍କ ଗାଡି କ୍ଷତିଗ୍ରସ୍ତ ହୋଇଛି।
ସୂଚନା ମୁତାବକ ବାଦଶାହ ପଂଜାବରେ ଏକ ଫିଲ୍ମର ସୁଟିଂ କରୁଛନ୍ତି । ତେବେ ସୋମବାର ସୁଟିଂ ପାଇଁ ଯିବା ବେଳେ ରାସ୍ତାରେ ହିଁ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏକ କ୍ୟାଂଟର, ଆର୍ମୀ ଟ୍ରକକୁ ଧକ୍କା ଦେବା ଫଳରେ ୫୦ରୁ ଅଧିକ ଗାଡି ମଧ୍ୟରେ ଧକ୍କା ହୋଇଥିଲା । ଏହି ସମୟରେ ବାଦଶାହଙ୍କ ଗାଡି ମଧ୍ୟ ସେଥିରେ ସାମିଲ ଥିଲା । ତେବେ ଦୁର୍ଘଟଣା ନେଇ ସିଙ୍ଗର ବାଦଶାହଙ୍କ କୌଣସି ପ୍ରତିକ୍ରିୟା ମିଳିନାହିଁ ।
BREAKING NEWS
- କଳାହାଣ୍ଡିକୁ ୮୯୧.୩୯ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
- ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ନେତାଜୀ ସଂଗ୍ରହାଳୟରେ ଉଦଘାଟନ ହେବ ନୂଆ ଗ୍ୟାଲେରୀ
- ଭାରତର AI ପାଇଁ କାହିଁକି ଖର୍ଚ୍ଚ ହେଉଛି ଆମେରିକୀୟ ଡଲାର; ଚିହିଁକିଲେ ଟ୍ରମ୍ପଙ୍କ ପରାମର୍ଶଦାତା
- Road Accident: ଘାଟିରେ ଓଲଟିଲା ବସ୍ ;୫ ଜଣକ ମୃତ୍ୟୁ, ୫୦ରୁ ଅଧିକ ଆହତ
- କୋହଲିଙ୍କ ଶତକ ବ୍ୟର୍ଥ, ଭାରତରେ ପ୍ରଥମ ଥର ଦିନିକିଆ ସିରିଜ ଜିତିଲା ନ୍ୟୁଜିଲାଣ୍ଡ
- Dad, I’m Drowning: ଦୁର୍ଘଟଣା ପରେ ବାପାଙ୍କୁ ଇଞ୍ଜିନିୟରଙ୍କ ଶେଷ କଲ୍; ବାପା ମୋତେ ବଞ୍ଚାଇଦିଅ…
- ସମ୍ମୁଖକୁ ଆସିଲା ଶାହାରୁଖଙ୍କ କିଙ୍ଗ ଫିଲ୍ମର ରିଲିଜ ତାରିଖ
- ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରିତ କରୁଛି ହିଣ୍ଡାଲ୍କୋର ‘ପ୍ରୋଜେକ୍ଟ ଶକ୍ତି’
- Arvind Mahapatra’s Suspension: ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ: ବିଜେଡି
- ଭାରତ ବିପକ୍ଷରେ ଡାରେଲ ମିଚେଲଙ୍କ କୀର୍ତିମାନ
Comments are closed.