ଟୋକିଓ: ବ୍ରୋଞ୍ଜ ଜିତିଲେ ବଜରଙ୍ଗ । ଚଳିତ ଟୋକିଓ ଅଲିମ୍ପିକ୍ସର ରେସଲିଂ ଭାରତକୁ ଆଉ ଗୋଟିଏ ପଦକ ମିଳିଛି । ଦେଶର ଷ୍ଟାର ରେସଲର ବଜରଙ୍ଗ ପୁନିଆ ଆଜି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗତକାଲି ସେମିଫାଇନାଲରେ ହାରିଥିବା ବଜରଙ୍ଗ ଆଜି କାଜାଖସ୍ତାନର ଦୌଲେତ ନିୟାଜ ବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି।
ପୁରୁଷ ୬୫ କେଜି ଫ୍ରିଷ୍ଟାଇଲ୍ ସେମିଫାଇନାଲରେ ଭାରତର ଷ୍ଟାର୍ ରେସଲର୍ ବଜରଙ୍ଗ ପୁନିଆ ସେମିରେ ଆଜରବାଇଜାନର ହାଜି ଅଲିୟେଭଙ୍କ ନିକଟରୁ ୧୨-୫ ପଏଣ୍ଟରେ ହାରିଥିଲେ। କିନ୍ତୁ ଆଜି ସେ ଜବରଦସ୍ତ କମବ୍ୟାକ୍ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ବିଜୟ ସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬ରେ ପହଞ୍ଚିଛି।
BREAKING NEWS
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ
- ‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର

Comments are closed.