Latest Odisha News

BREAKING NEWS

‘ବଳଦଗାଡ଼ିରୁ ବୋଇଂ ବିମାନ’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରଫେସର ବିଭୁତି ଭୂଷଣ ମହାନ୍ତିଙ୍କ ୯୦ତମ ଜୟନ୍ତୀ ଅବସରରେ ତାଙ୍କ ଆତ୍ମଜୀବନୀ ‘ବଳଦଗାଡ଼ିରୁ ବୋଇଂ ବିମାନ’ ପୁସ୍ତକ ସ୍ଥାନୀୟ ଜୟ ଭାରତ ଭବନ ଭବନରେ ଉନ୍ମୋଚିତ ହୋଇଯାଇଛି।

ଏହି ଅବସରରେ ପ୍ରଫେସର ଯତୀନ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପ୍ରଫେସର ରାଜ କିଶୋର ମିଶ୍ର, ମୁଖ୍ୟ ଅତିଥି, ପ୍ରଫେସର ମୃଣାଳ ଚାଟର୍ଜୀ, ସମ୍ମାନିତ ଅତିଥି ଏବଂ ବୈଷ୍ଣବ ଚରଣ ମହାନ୍ତି, ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ।

Comments are closed.