Latest Odisha News

BREAKING NEWS

ଓଡିଶା ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର

ଭୁବନେଶ୍ୱର: ଓଡିଶାର ନୂତନ ସୂଚନା କମିଶନର ଭାବେ ବାଳକୃଷ୍ଣ ମହାପାତ୍ର ଶୁକ୍ରବାର ଦିନ ଶପଥ ଗ୍ରହଣ କରିଛନ୍ତି ।

ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜଭବନଠାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠି ଓ ବିରୋଧି ଦଳ ନେତା ପ୍ରଦୀପ ନାଏକ ପ୍ରମୁଖ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.