ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ଚନ୍ଦ୍ରମଣି କହଁର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ସିମନ ମଲ୍ଲିକଙ୍କୁ ୬୯୧୦ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଚନ୍ଦ୍ରମଣି କହଁର ସମୁଦାୟ ୪୩୧୭୫ ଭୋଟ୍ ପାଇଥିବାବେଳେ ସିମନ ମଲ୍ଲିକଙ୍କୁ ମିଳିଛି ୩୬୨୬୫ଟି ଭୋଟ୍ । ବିଜେପି ପ୍ରାର୍ଥୀ କରେନ୍ଦ୍ର ମାଝୀ ୨୫୨୧୭ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
Comments are closed.