ପାରାଦୀପ : କାର୍ତ୍ତିକ ପୁର୍ଣିମା ଅବସରରେ ବାଲିଯାତ୍ରା ପାଳନ କରାଯାଉଛି l ଦୁଇବର୍ଷ ଧରି କରୋନା ମହାମାରୀ କାରଣରୁ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ପାରାଦୀପ କଳିଙ୍ଗ ବାଲିଯାତ୍ରା ପାଇଁ ବାଲିଯାତ୍ରା ପଡିଆରେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ କାହ୍ନୁ ଚରଣ ଧୀର କର୍ତ୍ତା ଭାବରେ ଭୂମିପୂଜନ କରିଛନ୍ତି l ଚଳିତ ବାଲିଯାତ୍ରା ପାଇଁ ଭୂମିପୂଜନ କାର୍ଯ୍ୟକ୍ରମରେ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ, ପୌରପାଳିକା ଉପାଧ୍ୟକ୍ଷା ଛବିଲତା ରାଉତଙ୍କ ସହିତ କଳିଙ୍ଗ ବାଲିଯାତ୍ରା କମିଟିର ଅନେକ ସଦସ୍ୟ ମାନେ ଉପସ୍ଥିତ ରହିଥିଲେ l ତେବେ ଚଳିତବର୍ଷ ଧୂମଧାମରେ ବାଲିଯାତ୍ରା ମହୋତ୍ସବ ପାଳନ ନେଇ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ କହିଛନ୍ତି l
BREAKING NEWS
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
Comments are closed.