ପାରାଦୀପ : କାର୍ତ୍ତିକ ପୁର୍ଣିମା ଅବସରରେ ବାଲିଯାତ୍ରା ପାଳନ କରାଯାଉଛି l ଦୁଇବର୍ଷ ଧରି କରୋନା ମହାମାରୀ କାରଣରୁ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ପାରାଦୀପ କଳିଙ୍ଗ ବାଲିଯାତ୍ରା ପାଇଁ ବାଲିଯାତ୍ରା ପଡିଆରେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ କାହ୍ନୁ ଚରଣ ଧୀର କର୍ତ୍ତା ଭାବରେ ଭୂମିପୂଜନ କରିଛନ୍ତି l ଚଳିତ ବାଲିଯାତ୍ରା ପାଇଁ ଭୂମିପୂଜନ କାର୍ଯ୍ୟକ୍ରମରେ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ, ପୌରପାଳିକା ଉପାଧ୍ୟକ୍ଷା ଛବିଲତା ରାଉତଙ୍କ ସହିତ କଳିଙ୍ଗ ବାଲିଯାତ୍ରା କମିଟିର ଅନେକ ସଦସ୍ୟ ମାନେ ଉପସ୍ଥିତ ରହିଥିଲେ l ତେବେ ଚଳିତବର୍ଷ ଧୂମଧାମରେ ବାଲିଯାତ୍ରା ମହୋତ୍ସବ ପାଳନ ନେଇ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ କହିଛନ୍ତି l
BREAKING NEWS
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ

Comments are closed.