ପୁରୀ: ନବଦିନାତ୍ମକ ଯାତ୍ରା ରେ ଶ୍ରୀଜିଉ । ବୁଧବାର ଦିନ ଶ୍ରୀଜୀଉ ଆଡ଼ପ ମଣ୍ଡପ ରେ ବିଜେ କରିବା ପରେ ଗୁରୁବାର ପ୍ରଥମ ଆଡ଼ପ ଅଭଡା ବାହାରିଥିଲା ।
ତେବେ ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ହେରାପଞ୍ଚମୀ ନୀତି ହେବାକୁ ଥିବାବେଳେ ତାହା ଆଜି ପୂର୍ବରୁ ମହାପ୍ରଭୁଙ୍କୁ ବନକ ଲାଗି ହୋଇଥାଏ ।ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଦତ୍ତ ମହାପାତ୍ର ସେବକ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ନାଲି, କଳା, ଧଳା ପାରମ୍ପରିକ ରଙ୍ଗରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପାଦନ କରାଯିବା ପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବା ନେଇ ସୂଚନା ମିଳିଛି।
BREAKING NEWS
- ପୁଣି ଡରାଇଲା ଅକ୍ଟୋବର! ୨୦ ରେ ଲଘୁଚାପ, ଆସୁଛି ୩ଟି ବାତ୍ୟା
- ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…
- ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%

Comments are closed.