ପୁରୀ: ଆଜି ଫାଲଗୁନ୍ କୃଷ୍ଣ ପଞ୍ଚମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କର ବନକଲାଗି ନୀତି ନୀତି ସମ୍ପାଦନ କରିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଦ୍ଦଣ୍ଟ କରାଯାଇଛି । ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ମହାପ୍ରଭୁଙ୍କ ଏକ ଗୁପ୍ତ ନୀତି । ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।
BREAKING NEWS
- Nepal Flood: ବନ୍ୟା ସବୁକିଛି ଛଡ଼ାଇନେଲା, ତଥାପି ଆଶା ଛାଡ଼ିନି ନେପାଳ… ମାଟି ତଳୁ ଖୋଜୁଛନ୍ତି ଜୀବନର ସ୍ମୃତି, କନ୍ଦାଇ ଦେବ ଦୃଶ୍ୟ…
- ନେପାଳ ବନ୍ୟା ବିଭୀଷିକା; ମୃତ୍ୟୁ ସଂଖ୍ୟା ୧୧୨୭କୁ ବୃଦ୍ଧି, ୪୮୦୦ ଏବେବି ନିଖୋଜ
- କିଏ ହେବ ରାମ ମନ୍ଦିର ଟ୍ରଷ୍ଟର ସିଇଓ…
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା:କମିଲା ପିୟୁସିସି ଫାଇନ୍, ଆସିଲା ନୂଆ ନିୟମ
- Pakistan Petty Politics: ମୋଦୀଙ୍କୁ ଫଟୋରୁ କାଟିଦେଲା ପାକିସ୍ତାନ!
- ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟଣା; ଠକ ବାବା ଓ ସହଯୋଗୀ ଗିରଫ
- ପୁଣି ଭିଜିବ ଓଡ଼ିଶା; ସେପ୍ଟେମ୍ବର ୫ ଯାଏଁ ବର୍ଷା ସମ୍ଭାବନା
- ମ୍ୟାଲେରିଆ ବଟିକା ଖାଇବା ପରେ ଶିଶୁର ମୃତ୍ୟୁ: ୫୦ରୁ ଅଧିକ ଅସୁସ୍ଥ
- ବିପଦ ସଙ୍କେତ ଟପୁଛି ସୁବର୍ଣ୍ଣରେଖା; ଆତଙ୍କିତ ଅଞ୍ଚଳବାସୀ
- ଭୁବନେଶ୍ବରର KFCରେ ଖାଉଥିଲେ ସାବଧାନ; ବାସି ମାଂସ ଜବତ…

Comments are closed.