Latest Odisha News

BREAKING NEWS

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି; ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ମହାସ୍ନାନ

ପୁରୀ:ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନିତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନିତି ସମ୍ପର୍ଣ୍ଣ କରିବେ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।  ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନିତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟାର ନିତି ରହିଛି। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବା ନେଇ ସୂଚନା ରହିଛି।

Leave A Reply

Your email address will not be published.