ସଇଁତଳା:ବ୍ୟାଙ୍କ୍ ସମ୍ମୁଖରୁ ଲୁଟ୍ପାଟ । ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିବା ବେଳେ କିଛି ଦୁର୍ବୃତ୍ତ ଦେଢଲକ୍ଷ ଟଙ୍କା ଲୁଟ୍ କରି ଫେରାର ହୋଇଯାଇଛନ୍ତି । ସିସିଟିଭି ଫୁଟେଜରୁ ସମସ୍ତ ଲୁଟ୍ର ଚିତ୍ର ସ୍ପଷ୍ଟ ହୋଇଛି । ଘଟଣା ଘଟିଛି ସଇଁତଳା ଶାସ୍ତ୍ରୀ ଛକ ନିକଟରେ । ବ୍ୟକ୍ତି ଜଣକ ଗାଡି ରଖି ବ୍ୟାଙ୍କ୍ ଭିତରକୁ ଗଲାବେଳେ ହଠତ୍ ଦୁର୍ବୃତ୍ତ ମାନେ ତାଙ୍କ ହାତରୁ ଟଙ୍କା ବ୍ୟାଗ୍ ଛଡାଇ ନେଇଥିଲେ । ଘଟଣା ସମୟରେ ଦୁର୍ବୃତ୍ତକୁ କାବୁ କରାଯାଇଥିଲେ ବି କୌଶଳକ୍ରମେ ଦୁର୍ବୃତ୍ତ ଫେରାର ହୋଇଯାଇଛି । ଘଟଣା ନେଇ ଟିଟିଲାଗଡ ଥାନାରେ ଏତଲା ଦିଆଯାଇଛି । ପୁଲିସ ପହଂଚି ବ୍ୟାଙ୍କ ନିକଟରେ ଥିବା ସିସିଟିଭ ଫୁଟେଜ ଯାଂଚ କରିଥିବା ବେଳେ ଅଧିକ ଛାନ୍ ଭିନ୍ ଜାରି ରଖିଛି ।
BREAKING NEWS
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
Comments are closed.